Esther 1:11 — Compare Translations

5 translations compared side by side

Odia - 1840
"ଲୋକମାନଙ୍କୁ ଓ ରାଜପୁତ୍ରମାନଙ୍କୁ ତାଙ୍କର ସୌନ୍ଦର୍ୟ୍ଯ ଦଖାଇବୋ ପାଇଁ, ରାଣୀ ବଷ୍ଟୀଙ୍କୁ ରାଜମୁକୁଟ ପିନ୍ଧାଇ ରାଜାଙ୍କ ଆଗକୁ ଆଣ। ଯେ ହତେୁ ସେ ପରମ ସୁନ୍ଦରୀ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଲୋକମାନଙ୍କୁ ଓ ଅଧିପତିଗଣଙ୍କୁ ବଷ୍ଟୀ ରାଣୀର ସୌନ୍ଦର୍ଯ୍ୟ ଦେଖାଇବା ପାଇଁ ତାହାକୁ ରାଜମୁକୁଟରେ ଭୂଷିତା କରି ରାଜାଙ୍କ ଛାମୁକୁ ଆଣ; ଯେଣୁ ସେ ପରମ ସୁନ୍ଦରୀ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନଙ୍କୁ ଓ ରାଜପୁତ୍ରମାନଙ୍କୁ ତାଙ୍କର ସୌନ୍ଦର୍ଯ୍ୟ ଦେଖାଇବା ପାଇଁ, ରାଣୀ ବଷ୍ଟୀଙ୍କୁ ରାଜମୁକୁଟ ପିନ୍ଧାଇ ରାଜାଙ୍କ ଆଗକୁ ଆଣ। ଯେହେତୁ ସେ ପରମ ସୁନ୍ଦରୀ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ଲୋକମାନଙ୍କୁ ଓ ଅଧିପତିଗଣଙ୍କୁ ବଷ୍ଟୀ ରାଣୀର ସୌନ୍ଦର୍ଯ୍ୟ ଦେଖାଇବା ପାଇଁ ତାହାଙ୍କୁ ରାଜମୁକୁଟରେ ଭୂଷିତା କରି ରାଜାଙ୍କ ଛାମୁକୁ ଆଣ, ଯେଣୁ ସେ ପରମସୁନ୍ଦରୀ ଥିଲେ।
Odia IRV 2017 (ଓଡିଆ ବାଇବେଲ)
“ତୁମ୍ଭେମାନେ ଲୋକମାନଙ୍କୁ ଓ ଅଧିପତିଗଣଙ୍କୁ ବଷ୍ଟୀ ରାଣୀର ସୌନ୍ଦର୍ଯ୍ୟ ଦେଖାଇବା ପାଇଁ ତାହାଙ୍କୁ ରାଜମୁକୁଟରେ ଭୂଷିତା କରି ରାଜାଙ୍କ ଛାମୁକୁ ଆଣ,” ଯେଣୁ ସେ ପରମ ସୁନ୍ଦରୀ ଥିଲେ।