Esther 1:12 — Compare Translations

5 translations compared side by side

Odia - 1840
"ମାତ୍ର ବାଷ୍ଟୀରାଣୀ ନଫୁସକମାନଙ୍କ ଦ୍ବାରା ରାଜାର କଥିତ ଆଜ୍ଞା ରେ ଆସିବାକୁ ରାଜି ହେଲା ନାହିଁ। ଏମୁ ରାଜା ଅତିଶଯ କୋରଧ କଲେ ଓ ତାହାର ଅନ୍ତକରଣ ରେ କୋରଧାଗ୍ନି ପ୍ରଜ୍ବଳିତ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ବଷ୍ଟୀ ରାଣୀ ନପୁଂସକମାନଙ୍କ ଦ୍ଵାରା ରାଜାର କଥିତ ଆଜ୍ଞାରେ ଆସିବାକୁ ଅସମ୍ମତା ହେଲା; ଏଣୁ ରାଜା ଅତିଶୟ କ୍ରୋଧ କଲା ଓ ତାହାର ଅନ୍ତଃକରଣରେ କ୍ରୋଧାଗ୍ନି ପ୍ରଜ୍ଵଳିତ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ବାଷ୍ଟୀରାଣୀ ନପୁଂସକମାନଙ୍କ ଦ୍ୱାରା ରାଜାର କଥିତ ଆଜ୍ଞାରେ ଆସିବାକୁ ରାଜି ହେଲା ନାହିଁ। ଏଣୁ ରାଜା ଅତିଶୟ କ୍ରୋଧ କଲେ ଓ ତାହାର ଅନ୍ତକରଣରେ କ୍ରୋଧାଗ୍ନି ପ୍ରଜ୍ୱଳିତ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ବଷ୍ଟୀ ରାଣୀ ନପୁଂସକମାନଙ୍କ ଦ୍ୱାରା ରାଜାଙ୍କ କଥିତ ଆଜ୍ଞାରେ ଆସିବାକୁ ଅସମ୍ମତା ହେଲା; ଏଣୁ ରାଜା ଅତିଶୟ କ୍ରୋଧ କଲେ ଓ ତାଙ୍କ ଅନ୍ତରରେ କ୍ରୋଧ ପ୍ରଜ୍ୱଳିତ ହେଲା।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ବଷ୍ଟୀ ରାଣୀ ନପୁଂସକମାନଙ୍କ ଦ୍ୱାରା ରାଜାଙ୍କ କଥିତ ଆଜ୍ଞାରେ ଆସିବାକୁ ଅସମ୍ମତା ହେଲା; ଏଣୁ ରାଜା ଅତିଶୟ କ୍ରୋଧ କଲେ ଓ ତାଙ୍କ ଅନ୍ତରରେ କ୍ରୋଧ ପ୍ରଜ୍ଜ୍ୱଳିତ ହେଲା।