Esther 1:13 — Compare Translations

5 translations compared side by side

Odia - 1840
"ଏହାପରେ ରାଜା ଜ୍ଞାନୀଲୋକମାନଙ୍କୁ ପଚାରିଲେ, ଯେଉଁମାନେ ରାଜକୀଯ ବିଧି ଜାଣିଥିଲେ। କାରଣ ବିଗ୍ଭରକଗଣଙ୍କୁ ଓ ଆଇନଜ୍ଞମାନଙ୍କୁ ଏପରି ପଗ୍ଭରିବାର ରାଜାଙ୍କର ପ୍ରଥା ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ରାଜା କାଳଜ୍ଞ ବିଦ୍ଵାନ୍ବର୍ଗଙ୍କୁ ପଚାରିଲା, (କାରଣ ବ୍ୟବସ୍ଥା ଓ ରାଜନୀତିଜ୍ଞମାନଙ୍କୁ ଏରୂପ ପଚାରିବାର ରାଜାର ରୀତି ଥିଲା;
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ରାଜା ଜ୍ଞାନୀଲୋକମାନଙ୍କୁ ପଗ୍ଭରିଲେ, ଯେଉଁମାନେ ରାଜକୀୟ ବିଧି ଜାଣିଥିଲେ। କାରଣ ବିଗ୍ଭରକଗଣଙ୍କୁ ଓ ଆଇନଜ୍ଞମାନଙ୍କୁ ଏପରି ପଗ୍ଭରିବାର ରାଜାଙ୍କର ପ୍ରଥା ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ରାଜା ସମୟ ଓ କାଳର ବିଦ୍ୱାନ୍‍ବର୍ଗଙ୍କୁ ପଚାରିଲେ, (କାରଣ ବ୍ୟବସ୍ଥା ଓ ରାଜନୀତିଜ୍ଞମାନଙ୍କୁ ଏରୂପ ପଚାରିବାର ରାଜାଙ୍କ ରୀତି ଥିଲା;
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ରାଜା ସମୟ ଓ କାଳର ବିଦ୍ୱାନ୍‍ବର୍ଗଙ୍କୁ ପଚାରିଲେ, (କାରଣ ବ୍ୟବସ୍ଥା ଓ ରାଜନୀତିଜ୍ଞମାନଙ୍କୁ ଏରୂପ ପଚାରିବାର ରାଜାଙ୍କ ରୀତି ଥିଲା;