Esther 1:14 — Compare Translations
5 translations compared side by side
Odia - 1840
"ଏହି ସମୟରେ କର୍ଶନା, ଶେଥର, ଅଦ୍ମାଥା, ତର୍ଶାଶ, ମରେସ୍, ର୍ମସନୋ ଓ ମମୁଖନ୍ ରାଜାର ନିକଟବର୍ତ୍ତୀ ଥିଲେ। ଏହି ସାତ ଜଣ ପାରସ୍ଯ ଓ ମାଦିଯା ଦେଶର ଅଧିପତି, ଯେଉଁମାନେ ରାଜାଙ୍କର ନିକଟତମ ଓ ରାଜ୍ଯକୁ ଶାସନ କରୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, [ଏହି ସମୟରେିଁ କର୍ଶନା, ଶେଥର, ଅଦ୍ମାଥା, ତର୍ଶୀଶ, ମେରସ୍, ମେର୍ସନା ଓ ମମୁଖନ୍ ରାଜାର ନିକଟବର୍ତ୍ତୀ ଥିଲେ; ଏହି ସାତ ଜଣ ପାରସ୍ୟ ଓ ମାଦୀୟା ଦେଶର ଥିଲେ; ଏହି ସାତ ଜଣ ପାରସ୍ୟ ଓ ମାଦୀୟା ଦେଶର ଅଧିପତି, ରାଜାର ମୁଖଦର୍ଶନକାରୀ, ପୁଣି ରାଜ୍ୟର ଶ୍ରେଷ୍ଠ ସ୍ଥାନରେ ଉପବିଷ୍ଟ ଥିଲେନ୍ତ)
Odia Bible ERV 2004 (ପବିତ୍ର ବାଇବଲ)
ଏହି ସମୟରେ କର୍ଶନା, ଶେଥର, ଅଦ୍ମାଥା, ତର୍ଶୀଶ, ମେରସ୍, ମେର୍ସନା ଓ ମମୁଖନ୍ ରାଜାର ନିକଟବର୍ତ୍ତୀ ଥିଲେ। ଏହି ସାତ ଜଣ ପାରସ୍ୟ ଓ ମାଦିୟା ଦେଶର ଅଧିପତି, ଯେଉଁମାନେ ରାଜାଙ୍କର ନିକଟତମ ଓ ରାଜ୍ୟକୁ ଶାସନ କରୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, [ଏହି ସମୟରେ] କର୍ଶନା, ଶେଥର, ଅଦ୍ମାଥା, ତର୍ଶୀଶ, ମେରସ୍, ମେର୍ସନା ଓ ମମୁଖନ୍ ରାଜାଙ୍କ ନିକଟବର୍ତ୍ତୀ ଥିଲେ; ଏହି ସାତ ଜଣ ପାରସ୍ୟ ଓ ମାଦୀୟା ଦେଶର ଅଧିପତି, ରାଜାଙ୍କ ମୁଖଦର୍ଶନକାରୀ, ପୁଣି ରାଜ୍ୟର ଶ୍ରେଷ୍ଠ ସ୍ଥାନରେ ଉପବିଷ୍ଟ ଥିଲେ)
Odia IRV 2017 (ଓଡିଆ ବାଇବେଲ)
ଆଉ, [ଏହି ସମୟରେ] କର୍ଶନା, ଶେଥର, ଅଦ୍ମାଥା, ତର୍ଶୀଶ, ମେରସ୍, ମେର୍ସନା ଓ ମମୁଖନ୍ ରାଜାଙ୍କ ନିକଟବର୍ତ୍ତୀ ଥିଲେ; ଏହି ସାତ ଜଣ ପାରସ୍ୟ ଓ ମାଦୀୟା ଦେଶର ଅଧିପତି, ରାଜାଙ୍କ ମୁଖଦର୍ଶନକାରୀ, ପୁଣି ରାଜ୍ୟର ଶ୍ରେଷ୍ଠ ସ୍ଥାନରେ ଉପବିଷ୍ଟ ଥିଲେ;)