Esther 1:15 — Compare Translations

5 translations compared side by side

Odia - 1840
"ରାଜା ସମାନଙ୍କେୁ ପଚାରିଲେ, ରାଣୀଙ୍କୁ ଆଇନ୍ ଅନୁୟାଯୀ କଣ କରାୟିବା ଉଚିତ୍, ଯେ ହତେୁ ସେ ରାଜା ଆଦେଶ ଅବଜ୍ଞା କରିଛନ୍ତି, ଯାହାକି ନଫୁସକମାନଙ୍କ ଦ୍ବାରା ଦିଆୟାଇଥିଲା?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
(ରାଜା ପଚାରିଲା) ବଷ୍ଟୀ ରାଣୀ ନପୁଂସକ-ମାନଙ୍କ ଦ୍ଵାରା ପ୍ରେରିତ ଅକ୍ଷଶ୍ଵେରଶ ରାଜାର ଆଜ୍ଞା ନ ମାନିବାରୁ ବ୍ୟବସ୍ଥାନୁସାରେ ଆମ୍ଭେମାନେ ତାକୁ କଅଣ କରିବା?
Odia Bible ERV 2004 (ପବିତ୍ର ବାଇବଲ)
ରାଜା ସେମାନଙ୍କୁ ପଗ୍ଭରିଲେ, “ରାଣୀଙ୍କୁ ଆଇନ୍ ଅନୁଯାୟୀ କ’ଣ କରାଯିବା ଉଚିତ୍? ଯେହେତୁ ସେ ରାଜା ଆଦେଶ ଅବଜ୍ଞା କରିଛନ୍ତି, ଯାହାକି ନପୁଂସକମାନଙ୍କ ଦ୍ୱାରା ଦିଆଯାଇଥିଲା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
(ରାଜା ପଚାରିଲେ) “ବଷ୍ଟୀ ରାଣୀ ନପୁଂସକମାନଙ୍କ ଦ୍ୱାରା ପ୍ରେରିତ ଅକ୍ଷଶ୍ୱେରଶ ରାଜାଙ୍କ ଆଜ୍ଞା ନ ମାନିବାରୁ ବ୍ୟବସ୍ଥାନୁସାରେ ଆମ୍ଭେମାନେ ତାହାଙ୍କୁ କଅଣ କରିବା?”
Odia IRV 2017 (ଓଡିଆ ବାଇବେଲ)
(ରାଜା ପଚାରିଲେ) “ବଷ୍ଟୀ ରାଣୀ ନପୁଂସକମାନଙ୍କ ଦ୍ୱାରା ପ୍ରେରିତ ଅକ୍ଷଶ୍ୱେରଶ ରାଜାଙ୍କ ଆଜ୍ଞା ନ ମାନିବାରୁ ବ୍ୟବସ୍ଥାନୁସାରେ ଆମ୍ଭେମାନେ ତାହାଙ୍କୁ କଅଣ କରିବା?