Esther 1:16 — Compare Translations

5 translations compared side by side

Odia - 1840
"ଏଥି ରେ ରାଜାଙ୍କର ଓ ଅଧିପତି ଗଣର ସାକ୍ଷାତ ରେ ମମୁଖନ ଉତ୍ତର ଦଇେ କହିଲେ, ବଷ୍ଟୀରାଣୀ କବଳେ ମହାରାଜାଙ୍କ ପ୍ରତି ନୁହେଁ, ମାତ୍ର ଅକ୍ଷଶ୍ବରେଶ ରାଜାର ଅଧିନସ୍ଥ ପ୍ରଦେଶର ସମସ୍ତ ଅଧିପତି ଓ ସମସ୍ତ ଲୋକଙ୍କ ପ୍ରତି ଭୂଲ କର୍ମ କରୁଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ମମୁଖନ୍ ରାଜାର ଓ ଅଧିପତିଗଣର ସାକ୍ଷାତରେ ଉତ୍ତର ଦେଲା, ବଷ୍ଟୀ ରାଣୀ କେବଳ ମହାରାଜଙ୍କ ପ୍ରତି ନୁହେଁ, ମାତ୍ର ଅକ୍ଷଶ୍ଵେରଶ ରାଜାଙ୍କ ଅଧୀନ ସମସ୍ତ ପ୍ରଦେଶର ଯାବତୀୟ ଅଧିପତି ଓ ଯାବତୀୟ ଲୋକଙ୍କ ପ୍ରତି ଅନୁଚିତ କର୍ମ କରିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଏଥିରେ ରାଜାଙ୍କର ଓ ଅଧିପତିଗଣର ସାକ୍ଷାତରେ ମମୁଖନ ଉତ୍ତର ଦେଇ କହିଲେ, “ବଷ୍ଟୀରାଣୀ କେବଳ ମହାରାଜାଙ୍କ ପ୍ରତି ନୁହେଁ, ମାତ୍ର ଅକ୍ଷଶ୍ୱେରଶ ରାଜାର ଅଧୀନସ୍ଥ ପ୍ରଦେଶର ସମସ୍ତ ଅଧିପତି ଓ ସମସ୍ତ ଲୋକଙ୍କ ପ୍ରତି ଭୁଲ୍ କର୍ମ କରୁଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ମମୁଖନ୍‍ ରାଜାଙ୍କ ଓ ଅଧିପତିଗଣଙ୍କ ସାକ୍ଷାତରେ ଉତ୍ତର ଦେଲା, “ବଷ୍ଟୀ ରାଣୀ କେବଳ ମହାରାଜାଙ୍କ ପ୍ରତି ନୁହେଁ, ମାତ୍ର ଅକ୍ଷଶ୍ୱେରଶ ରାଜାଙ୍କ ଅଧୀନ ସମସ୍ତ ପ୍ରଦେଶର ଯାବତୀୟ ଅଧିପତି ଓ ଯାବତୀୟ ଲୋକଙ୍କ ପ୍ରତି ଅନୁଚିତ କର୍ମ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ମମୁଖନ୍‍ ରାଜାଙ୍କ ଓ ଅଧିପତିଗଣଙ୍କ ସାକ୍ଷାତରେ ଉତ୍ତର ଦେଲା,” ବଷ୍ଟୀ ରାଣୀ କେବଳ ମହାରାଜାଙ୍କ ପ୍ରତି ନୁହେଁ, ମାତ୍ର ଅକ୍ଷଶ୍ୱେରଶ ରାଜାଙ୍କ ଅଧୀନ ସମସ୍ତ ପ୍ରଦେଶର ଯାବତୀୟ ଅଧିପତି ଓ ଯାବତୀୟ ଲୋକଙ୍କ ପ୍ରତି ଅନୁଚିତ କର୍ମ କରିଅଛନ୍ତି।