Esther 1:18 — Compare Translations

5 translations compared side by side

Odia - 1840
"ପାରସ୍ଯ ଓ ମାଦିଯାର ଉଚ୍ଚକୁଳୀନା ସ୍ତ୍ରୀଗଣ ରାଣୀର ଏହି କର୍ମର ସମାଗ୍ଭର ଆଜି ଶୁଣି ଅଛନ୍ତି, ସମାନେେ ରାଜାର ସମସ୍ତ ଅଧିପତିଙ୍କୁ ଏହିପରି କରିବେ। ତହିଁରୁ ଅତିଶଯ ନିନ୍ଦା ଓ କୋରଧ ଉତ୍ପନ୍ନ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ପାରସ୍ୟ ଓ ମାଦୀୟାର ଯେଉଁ କୁଳୀନା ସ୍ତ୍ରୀଗଣ ରାଣୀର ଏହି କର୍ମର ସମାଚାର ଆଜି ଶୁଣିଅଛନ୍ତି, ସେମାନେ ରାଜାର ସମସ୍ତ ଅଧିପତିଙ୍କି ଏରୂପ କହିବେ, ତହିଁରୁ ଅତିଶୟ ନିନ୍ଦା ଓ କ୍ରୋଧ ଉତ୍ପନ୍ନ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
“ପାରସ୍ୟ ଓ ମାଦିୟାର ଉଚ୍ଚକୁଳୀନା ସ୍ତ୍ରୀଗଣ ରାଣୀର ଏହି କର୍ମର ସମାଗ୍ଭର ଆଜି ଶୁଣି ଅଛନ୍ତି, ସେମାନେ ରାଜାର ସମସ୍ତ ଅଧିପତିଙ୍କୁ ଏହିପରି କରିବେ। ତହିଁରୁ ଅତିଶୟ ନିନ୍ଦା ଓ କ୍ରୋଧ ଉତ୍ପନ୍ନ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ପାରସ୍ୟ ଓ ମାଦୀୟାର ଯେଉଁ କୁଳୀନା ସ୍ତ୍ରୀଗଣ ରାଣୀଙ୍କ ଏହି କର୍ମର ସମାଚାର ଆଜି ଶୁଣିଅଛନ୍ତି, ସେମାନେ ରାଜାଙ୍କ ସମସ୍ତ ଅଧିପତିଙ୍କୁ ଏହିରୂପେ କହିବେ, ତହିଁରୁ ଅତିଶୟ ନିନ୍ଦା ଓ କ୍ରୋଧ ଉତ୍ପନ୍ନ ହେବ।
Odia IRV 2017 (ଓଡିଆ ବାଇବେଲ)
ଆଉ, ପାରସ୍ୟ ଓ ମାଦୀୟାର ଯେଉଁ କୁଳୀନା ସ୍ତ୍ରୀଗଣ ରାଣୀଙ୍କ ଏହି କର୍ମର ସମାଚାର ଆଜି ଶୁଣିଅଛନ୍ତି, ସେମାନେ ରାଜାଙ୍କ ସମସ୍ତ ଅଧିପତିଙ୍କୁ ଏହିରୂପେ କହିବେ, ତହିଁରୁ ଅତିଶୟ ନିନ୍ଦା ଓ କ୍ରୋଧ ଉତ୍ପନ୍ନ ହେବ।