Esther 1:19 — Compare Translations
5 translations compared side by side
Odia - 1840
"ଏଥିପାଇଁ ଯଦି ମହାରାଜା ସନ୍ତୁଷ୍ଟ ହୁଅନ୍ତି, ତବେେ ବଷ୍ଟୀ ଅକ୍ଷଶ୍ବରେଶ ରାଜା ନିକଟକୁ ଆଉ ନ ଆସିବାକୁ ରାଜାଜ୍ଞା ଶ୍ରୀଛାମୁରୁ ପ୍ରକାଶିତ ହେଉ। ଏବଂ ଏହା ପାରସିକ ଓ ମାଦୀଯ ବ୍ଯବସ୍ଥା ମଧିଅରେ ଲିଖିତ ହେଉ, ଯାହା ପରିବର୍ତ୍ତନ କରାୟାଇ ପାରିବ ନାହିଁ। ପୁଣି ମହାରାଜା ତାଙ୍କର ରାଣୀପଦ ତାହାଠାରୁ ଉତ୍ତମା ଏକ ସ୍ତ୍ରୀକୁ ଦିଅନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏନିମନ୍ତେ ଯେବେ ମହାରାଜ ସନ୍ତୁଷ୍ଟ ହୁଅନ୍ତି, ତେବେ ବଷ୍ଟୀ ଅକ୍ଷଶ୍ଵେରଶ ରାଜା ନିକଟକୁ ଆଉ ନ ଆସିବାକୁ ରାଜାଜ୍ଞା ଶ୍ରୀଛାମୁରୁ ପ୍ରକାଶିତ ହେଉ; ପୁଣି, ଏହା ଅନ୍ୟଥା ନୋହିବା ପାଇଁ ପାରସିକ ଓ ମାଦୀୟ ବ୍ୟବସ୍ଥା ମଧ୍ୟରେ ଲିଖିତ ହେଉ; ପୁଣି, ମହାରାଜ ତାହାର ରାଣୀପଦ ତାହାଠାରୁ ଉତ୍ତମା ଏକ ସ୍ତ୍ରୀକି ଦେଉନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
“ଏଥିପାଇଁ ଯଦି ମହାରାଜା ସନ୍ତୁଷ୍ଟ ହୁଅନ୍ତି, ତେବେ ବଷ୍ଟୀ ଅକ୍ଷଶ୍ୱେରଶ ରାଜା ନିକଟକୁ ଆଉ ନ ଆସିବାକୁ ରାଜାଜ୍ଞା ଶ୍ରୀଛାମୁରୁ ପ୍ରକାଶିତ ହେଉ। ଏବଂ ଏହା ପାରସିକ ଓ ମାଦୀୟ ବ୍ୟବସ୍ଥା ମଧ୍ୟରେ ଲିଖିତ ହେଉ, ଯାହା ପରିବର୍ତ୍ତନ କରାଯାଇ ପାରିବ ନାହିଁ। ପୁଣି ମହାରାଜା ତାଙ୍କର ରାଣୀପଦ ତାହାଠାରୁ ଉତ୍ତମା ଏକ ସ୍ତ୍ରୀକୁ ଦିଅନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏନିମନ୍ତେ ଯେବେ ମହାରାଜା ସନ୍ତୁଷ୍ଟ ହୁଅନ୍ତି, ତେବେ ବଷ୍ଟୀ ଅକ୍ଷଶ୍ୱେରଶ ରାଜା ନିକଟକୁ ଆଉ ନ ଆସିବାକୁ ରାଜାଜ୍ଞା ଶ୍ରୀଛାମୁରୁ ପ୍ରକାଶିତ ହେଉ; ପୁଣି, ଏହା ଅନ୍ୟଥା ନୋହିବା ପାଇଁ ପାରସିକ ଓ ମାଦୀୟ ବ୍ୟବସ୍ଥା ମଧ୍ୟରେ ଲିଖିତ ହେଉ; ପୁଣି, ମହାରାଜା ତାହାର ରାଣୀପଦ ଅନ୍ୟକୁ ଦିଅନ୍ତୁ ଯେ ତାହା ଅପେକ୍ଷା ଅଧିକ ଉତ୍ତମ ଅଟନ୍ତି।
Odia IRV 2017 (ଓଡିଆ ବାଇବେଲ)