Esther 1:20 — Compare Translations

5 translations compared side by side

Odia - 1840
"ଆହୁରି ରାଜ୍ଯ ବୃହତ୍, ଏଣୁ ରାଜ୍ଯର ସବୁସ୍ଥାନ ରେ ଏହି ରାଜାଜ୍ଞା ପ୍ରକାଶିତ ହେଲା। ସ୍ବାମୀ ସାମାଜିକ କ୍ଷେତ୍ର ରେ କ୍ଷୁତ୍ର ହେଉ କି ମହାନ ହେଉ, ସମସ୍ତ ସ୍ତ୍ରୀମାନେ ନିଜନିଜ ସ୍ବାମୀମାନଙ୍କୁ ସମ୍ମାନ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ରାଜ୍ୟ ବୃହତ, ଏଣୁ ରାଜ୍ୟର ସବୁ ସ୍ଥାନରେ ଏହି ରାଜାଜ୍ଞା ପ୍ରକାଶିତ ହେଲେ, ସ୍ଵାମୀ କ୍ଷୁଦ୍ର ହେଉ କି ମହାନ ହେଉ, ସମସ୍ତ ଭାର୍ଯ୍ୟାମାନେ ଆପଣା ଆପଣା ସ୍ଵାମୀମାନଙ୍କୁ ମର୍ଯ୍ୟାଦା କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଆହୁରି ରାଜ୍ୟ ବୃହତ୍, ଏଣୁ ରାଜ୍ୟର ସବୁସ୍ଥାନରେ ଏହି ରାଜାଜ୍ଞା ପ୍ରକାଶିତ ହେଲା। ସ୍ୱାମୀ ସାମାଜିକ କ୍ଷେତ୍ରରେ କ୍ଷୁଦ୍ର ହେଉ କି ମହାନ ହେଉ, ସମସ୍ତ ସ୍ତ୍ରୀମାନେ ନିଜ ନିଜ ସ୍ୱାମୀମାନଙ୍କୁ ସମ୍ମାନ କରିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ରାଜ୍ୟ ବୃହତ, ଏଣୁ ରାଜ୍ୟର ସବୁ ସ୍ଥାନରେ ଏହି ରାଜାଜ୍ଞା ପ୍ରକାଶିତ ହେଲେ, ସ୍ୱାମୀ କ୍ଷୁଦ୍ର ହେଉ କି ମହାନ ହେଉ, ସମସ୍ତ ଭାର୍ଯ୍ୟାମାନେ ଆପଣା ଆପଣା ସ୍ୱାମୀମାନଙ୍କୁ ମର୍ଯ୍ୟାଦା କରିବେ।”
Odia IRV 2017 (ଓଡିଆ ବାଇବେଲ)
ଆହୁରି, ରାଜ୍ୟ ବୃହତ, ଏଣୁ ରାଜ୍ୟର ସବୁ ସ୍ଥାନରେ ଏହି ରାଜାଜ୍ଞା ପ୍ରକାଶିତ ହେଲେ, ସ୍ୱାମୀ କ୍ଷୁଦ୍ର ହେଉ କି ମହାନ୍ ହେଉ, ସମସ୍ତ ଭାର୍ଯ୍ୟାମାନେ ଆପଣା ଆପଣା ସ୍ୱାମୀମାନଙ୍କୁ ମର୍ଯ୍ୟାଦା କରିବେ।”