Esther 1:21 — Compare Translations

5 translations compared side by side

Odia - 1840
"ଏହି କଥା ରେ ରାଜା ଓ ଅଧିପତିଗଣ ସନ୍ତୁଷ୍ଟ ହବୋରୁ ରାଜା ମମୁଖନର ପରାମର୍ଶାନୁସା ରେ କର୍ମକଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି କଥାରେ ରାଜା ଓ ଅଧିପତିଗଣ ସନ୍ତୁଷ୍ଟ ହୁଅନ୍ତେ, ରାଜା ମମୁଖନର ପରାମର୍ଶାନୁସାରେ କର୍ମ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହି କଥାରେ ରାଜା ଓ ଅଧିପତିଗଣ ସନ୍ତୁଷ୍ଟ ହେବାରୁ ରାଜା ମମୁଖନର ପରାମର୍ଶାନୁସାରେ କର୍ମକଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି କଥାରେ ରାଜା ଓ ଅଧିପତିଗଣ ସନ୍ତୁଷ୍ଟ ହୁଅନ୍ତେ, ରାଜା ମମୁଖନ୍‍ର ପରାମର୍ଶନୁସାରେ କର୍ମ କଲେ।
Odia IRV 2017 (ଓଡିଆ ବାଇବେଲ)
ଏହି କଥାରେ ରାଜା ଓ ଅଧିପତିଗଣ ସନ୍ତୁଷ୍ଟ ହୁଅନ୍ତେ, ରାଜା ମମୁଖନ୍‍ର ପରାମର୍ଶାନୁସାରେ କର୍ମ କଲେ।