Esther 1:22 — Compare Translations
5 translations compared side by side
Odia - 1840
"ତେଣୁ ସେ ପ୍ରେତ୍ୟକକ ପ୍ରଦେଶ ରେ ଅକ୍ଷାରାନୁସା ରେ ଓ ପ୍ରେତ୍ୟକକ ଗୋ୍ଟୀର ଭାଷାନୁସା ରେ ରାଜାର ଅଧିନ ପ୍ରେତ୍ୟକକ ପ୍ରଦେଶକୁ ଏହିରୂପେ ପତ୍ର ପଠାଇଲା, ପ୍ରେତ୍ୟକକ ପୁରୁଷ ନିଜନିଜ ଗୃହ ରେ କତ୍ତୁର୍ତ୍ବ କରୁ ଓ ସ୍ବ ଗୋଷ୍ଠୀଯ ଭାଷାନୁସା ରେ ତାହାର ପଗ୍ଭର କରୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେ ପ୍ରତ୍ୟେକ ପ୍ରଦେଶର ଅକ୍ଷରାନୁସାରେ ଓ ପ୍ରତ୍ୟେକ ଗୋଷ୍ଠୀର ଭାଷାନୁସାରେ ରାଜାର ଅଧୀନ ପ୍ରତ୍ୟେକ ପ୍ରଦେଶକୁ ଏହିରୂପେ ପତ୍ର ପଠାଇଲା, “ପ୍ରତ୍ୟେକ ପୁରୁଷ ଆପଣା ଆପଣା ଗୃହରେ କର୍ତ୍ତୃତ୍ଵ କରୁ ଓ ସ୍ଵଗୋଷ୍ଠୀୟ ଭାଷାନୁସାରେ ତାହା ପ୍ରଚାର କରୁ ।”
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସେ ପ୍ରତ୍ୟେକ ପ୍ରଦେଶରେ ଅକ୍ଷାରାନୁସାରେ ଓ ପ୍ରତ୍ୟେକ ଗୋଷ୍ଠୀର ଭାଷାନୁସାରେ ରାଜାର ଅଧୀନ ପ୍ରତ୍ୟେକ ପ୍ରଦେଶକୁ ଏହିରୂପେ ପତ୍ର ପଠାଇଲା, “ପ୍ରତ୍ୟେକ ପୁରୁଷ ନିଜ ନିଜ ଗୃହରେ କର୍ତ୍ତୃତ୍ୱ କରୁ ଓ ସ୍ୱଗୋଷ୍ଠୀୟ ଭାଷାନୁସାରେ ତାହା ପ୍ରଗ୍ଭର କରୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେ ପ୍ରତ୍ୟେକ ପ୍ରଦେଶର ଅକ୍ଷରାନୁସାରେ ଓ ପ୍ରତ୍ୟେକ ଗୋଷ୍ଠୀର ଭାଷାନୁସାରେ ରାଜାଙ୍କ ଅଧୀନ ପ୍ରତ୍ୟେକ ପ୍ରଦେଶକୁ ଏହିରୂପେ ପତ୍ର ପଠାଇଲେ, ପ୍ରତ୍ୟେକ ପୁରୁଷ ଆପଣା ଆପଣା ଗୃହରେ କର୍ତ୍ତୃତ୍ୱ କରୁ ଓ ସ୍ୱଗୋଷ୍ଠୀୟ ଭାଷାନୁସାରେ ତାହା ପ୍ରଚାର କରୁ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେ ପ୍ରତ୍ୟେକ ପ୍ରଦେଶର ଅକ୍ଷରାନୁସାରେ ଓ ପ୍ରତ୍ୟେକ ଗୋଷ୍ଠୀର ଭାଷାନୁସାରେ ରାଜାଙ୍କ ଅଧୀନ ପ୍ରତ୍ୟେକ ପ୍ରଦେଶକୁ ଏହିରୂପେ ପତ୍ର ପଠାଇଲେ, “ପ୍ରତ୍ୟେକ ପୁରୁଷ ଆପଣା ଆପଣା ଗୃହରେ କର୍ତ୍ତୃତ୍ୱ କରୁ ଓ ସ୍ୱଗୋଷ୍ଠୀୟ ଭାଷାନୁସାରେ ତାହା ପ୍ରଚାର କରୁ।”