Esther 1:3 — Compare Translations

5 translations compared side by side

Odia - 1840
"ଆପଣା ଅଧିକାରର ତୃତୀୟ ବର୍ଷ ରେ ଆପଣାର ସବୁ ଅଧିପତି ଓ ଦାସମାନଙ୍କ ପାଇଁ ଭୋଜି ପ୍ରସ୍ତୁତ କଲେ। ତହିଁରେ ପାରସ୍ଯ ଓ ମାଦିଯା ଦେଶର ବିକ୍ରମି ଲୋକମାନେ ଏବଂ କୂଳୀନ ଓ ପ୍ରଦଶାଧେିପତିମାନେ ତାଙ୍କର ସାକ୍ଷାତ ରେ ଉପସ୍ଥିତ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆପଣା ଅଧିକାରର ତୃତୀୟ ବର୍ଷରେ ଆପଣା ସକଳ ଅଧିପତି ଓ ଦାସମାନଙ୍କ ପାଇଁ ଭୋଜ ପ୍ରସ୍ତୁତ କଲା; ତହିଁରେ ପାରସ୍ୟ ଓ ମାଦୀୟା ଦେଶର ବିକ୍ରମୀ ଲୋକମାନେ ପୁଣି କୁଳୀନ ଓ ପ୍ରଦେଶାଧିପତିମାନେ ତାହାର ସାକ୍ଷାତରେ ଉପସ୍ଥିତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଆପଣା ଅଧିକାରର ତୃତୀୟ ବର୍ଷରେ ଆପଣାର ସବୁ ଅଧିପତି ଓ ଦାସମାନଙ୍କ ପାଇଁ ଭୋଜି ପ୍ରସ୍ତୁତ କଲେ। ତହିଁରେ ପାରସ୍ୟ ଓ ମାଦିୟା ଦେଶର ବିକ୍ରମି ଲୋକମାନେ ଏବଂ କୁଳୀନ ଓ ପ୍ରଦେଶାଧିପତିମାନେ ତାଙ୍କର ସାକ୍ଷାତରେ ଉପସ୍ଥିତ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆପଣା ରାଜତ୍ଵର ତୃତୀୟ ବର୍ଷରେ ଆପଣା ସକଳ ଅଧିପତି ଓ ଦାସମାନଙ୍କ ପାଇଁ ଭୋଜ ପ୍ରସ୍ତୁତ କଲେ; ତହିଁରେ ପାରସ୍ୟ ଓ ମାଦୀୟା ଦେଶର ବିକ୍ରମୀ ଲୋକମାନେ ପୁଣି କୁଳୀନ ଓ ପ୍ରଦେଶାଧିପତିମାନେ ତାହାର ସାକ୍ଷାତରେ ଉପସ୍ଥିତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଆପଣା ରାଜତ୍ଵର ତୃତୀୟ ବର୍ଷରେ ଆପଣା ସକଳ ଅଧିପତି ଓ ଦାସମାନଙ୍କ ପାଇଁ ଭୋଜ ପ୍ରସ୍ତୁତ କଲେ; ତହିଁରେ ପାରସ୍ୟ ଓ ମାଦୀୟା ଦେଶର ବିକ୍ରମୀ ଲୋକମାନେ ପୁଣି କୁଳୀନ ଓ ପ୍ରଦେଶାଧିପତିମାନେ ତାହାର ସାକ୍ଷାତରେ ଉପସ୍ଥିତ ହେଲେ।