Esther 1:4 — Compare Translations

5 translations compared side by side

Odia - 1840
"ସେ ଆପଣା ପ୍ରତାପାନ୍ବିତ ରାଜ୍ଯର ଧନ ଓ ଆପଣା ମହତ୍ତ୍ବର ଶାେଭାର ଉତ୍କୃଷ୍ଟତା ଅନକେ ଦିନ, ଅର୍ଥାତ୍ 180 ଦିନ ପର୍ୟ୍ଯନ୍ତ ପ୍ରଦର୍ଶନ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଆପଣା ପ୍ରତାପାନ୍ଵିତ ରାଜ୍ୟର ଧନ ଓ ଆପଣା ମହତ୍ତ୍ଵର ଶୋଭାର ଉତ୍କୃଷ୍ଟତା ଅନେକ ଦିନ, ଅର୍ଥାତ୍, ଏକ ଶତ ଅଶୀ ଦିନ ପର୍ଯ୍ୟନ୍ତ ପ୍ରଦର୍ଶନ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେ ଆପଣା ପ୍ରତାପାନ୍ୱିତ ରାଜ୍ୟର ଧନ ଓ ଆପଣା ମହତ୍ତ୍ୱର ଶୋଭାର ଉତ୍କୃଷ୍ଟତା ଅନେକ ଦିନ, ଅର୍ଥାତ୍ 180 ଦିନ ପର୍ଯ୍ୟନ୍ତ ପ୍ରଦର୍ଶନ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଆପଣା ପ୍ରତାପାନ୍ୱିତ ରାଜ୍ୟର ଧନ ଓ ଆପଣା ମହତ୍ତ୍ୱର ଶୋଭାର ଉତ୍କୃଷ୍ଟତା ଅନେକ ଦିନ, ଅର୍ଥାତ୍‍, ଏକ ଶତ ଅଶୀ ଦିନ ପର୍ଯ୍ୟନ୍ତ ପ୍ରଦର୍ଶନ କଲେ।
Odia IRV 2017 (ଓଡିଆ ବାଇବେଲ)
ସେ ଆପଣା ପ୍ରତାପାନ୍ୱିତ ରାଜ୍ୟର ଧନ ଓ ଆପଣା ମହତ୍ତ୍ୱର ଶୋଭାର ଉତ୍କୃଷ୍ଟତା ଅନେକ ଦିନ, ଅର୍ଥାତ୍‍, ଏକ ଶତ ଅଶୀ ଦିନ ପର୍ଯ୍ୟନ୍ତ ପ୍ରଦର୍ଶନ କଲେ।

Recommended Reading