Esther 1:5 — Compare Translations
5 translations compared side by side
Odia - 1840
"ତେଣୁ ଏସବୁ ଦିନ ପରେ ରାଜା ସମସ୍ତ ଲୋକମାନଙ୍କୁ ଏକ ଭୋଜି ଦେଲେ, ମାନ୍ଯଗଣ ଓ ସାଧାରଣ ଲୋକ ଯେଉଁମାନେ ରାଜଧାନୀ ଶୂଶନ ରେ ଉପସ୍ଥିତ ଥିଲେ। ରାଜପୁରୀସ୍ଥ ଉଦ୍ୟାନ ରେ ସାତଦିନ ପର୍ୟ୍ଯନ୍ତ ଭୋଜି ଗ୍ଭଲିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଏସବୁ ଦିନ ଗତ ହୁଅନ୍ତେ, ରାଜା ଶୂଶନ୍ ରାଜଧାନୀରେ ଉପସ୍ଥିତ ବଡ଼ ଓ ସାନ ସମସ୍ତ ଲୋକଙ୍କ ପାଇଁ ରାଜପୁରୀସ୍ଥ ଉଦ୍ୟାନର ପ୍ରାଙ୍ଗଣରେ ସାତ ଦିନ ପର୍ଯ୍ୟନ୍ତ ଭୋଜ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଏସବୁ ଦିନ ପରେ ରାଜା ସମସ୍ତ ଲୋକମାନଙ୍କୁ ଏକ ଭୋଜି ଦେଲେ, ମାନ୍ୟଗଣ୍ୟ ଓ ସାଧାରଣ ଲୋକ ଯେଉଁମାନେ ରାଜଧାନୀ ଶୂଶନରେ ଉପସ୍ଥିତ ଥିଲେ। ରାଜପୁରୀସ୍ଥ ଉଦ୍ୟାନରେ ସାତ ଦିନ ପର୍ଯ୍ୟନ୍ତ ଭୋଜି ଗ୍ଭଲିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଏସବୁ ଦିନ ଗତ ହୁଅନ୍ତେ, ରାଜା ଶୂଶନ୍ ରାଜଧାନୀରେ ଉପସ୍ଥିତ ବଡ଼ ଓ ସାନ ସମସ୍ତ ଲୋକଙ୍କ ପାଇଁ ରାଜପୁରୀସ୍ଥ ଉଦ୍ୟାନର ପ୍ରାଙ୍ଗଣରେ ସାତ ଦିନ ପର୍ଯ୍ୟନ୍ତ ଭୋଜ କଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଏସବୁ ଦିନ ଗତ ହୁଅନ୍ତେ, ରାଜା ଶୂଶନ୍ ରାଜଧାନୀରେ ଉପସ୍ଥିତ ବଡ଼ ଓ ସାନ ସମସ୍ତ ଲୋକଙ୍କ ପାଇଁ ରାଜପୁରୀସ୍ଥ ଉଦ୍ୟାନର ପ୍ରାଙ୍ଗଣରେ ସାତ ଦିନ ପର୍ଯ୍ୟନ୍ତ ଭୋଜ କଲେ।