Esther 1:6 — Compare Translations

5 translations compared side by side

Odia - 1840
"ସଠାେରେ ଧଳା ଓ ନୀଳ କାର୍ପାସ ପରଦା ଥିଲା। ସହେି ପରଦାଗୁଡିକ ନାଇଲନ୍ ରେ ତିଆରି ରଜ୍ଜୁ ଓ ବାଇଗଣ ରଂଗର ରେ ୗପ୍ୟମଯ କଡା ରେ ମାର୍ବଲ ସ୍ତମ୍ଭ ରେ ବନ୍ଧା ଥିଲା। ଏବଂ ଚଟାଣ ଉପରେ ମଧ୍ଯ ଯାହାକି ବିଭିନ୍ନ ପ୍ରକାର ରଂଗିନ୍ ସ୍ପଟିକ, ଶାମୁକା, ମୁକ୍ତା ଓ ମାର୍ବଲ ପଥର ରେ ନିର୍ମିତ ହାଇେଥିଲା। ସଠାେରେ ସୁବର୍ଣ୍ଣର ଓ ରୂପାର ଆସନ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଠାରେ କାର୍ପାସନିର୍ମିତ, ଶୁକ୍ଳ, ହରିତ ଓ ନୀଳ ବସ୍ତ୍ରର ଚନ୍ଦ୍ରାତପ ଥିଲା, ତାହା ଶୁକ୍ଳ ଓ ଧୂମ୍ରବର୍ଣ୍ଣ ରଜ୍ଜୁ ଦ୍ଵାରା ରୌପ୍ୟମୟ କଡ଼ାରେ ମର୍ମର ସ୍ତମ୍ଭରେ ବନ୍ଧା ଥିଲା, ପୁଣି ରକ୍ତ ଓ ଶୁକ୍ଳ ଓ ପୀତ ଓ କୃଷ୍ଣବର୍ଣ୍ଣ ମର୍ମରପ୍ରସ୍ତର ନିର୍ମିତ ଚଟାଣ ଉପରେ ସ୍ଵର୍ଣ୍ଣ ଓ ରୌପ୍ୟମୟ ଆସନ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେଠାରେ ଧଳା ଓ ନୀଳ କାର୍ପାସ ପରଦା ଥିଲା। ସେହି ପରଦାଗୁଡ଼ିକ ନାଇଲ‌ନ୍‌ରେ ତିଆରି ରଜ୍ଜୁ ଓ ବାଇଗଣ ରଙ୍ଗର ରୌପ୍ୟମୟ କଡ଼ାରେ ମାର୍ବଲ ସ୍ତମ୍ଭରେ ବନ୍ଧା ଥିଲା ଏବଂ ଚଟାଣ ଉପରେ ମଧ୍ୟ ଯାହାକି ବିଭିନ୍ନ ପ୍ରକାର ରଙ୍ଗିନ୍ ସ୍ପଟିକ, ଶାମୁକା, ମୁକ୍ତା ଓ ମାର୍ବଲ ପଥରରେ ନିର୍ମିତ ହୋଇଥିଲା। ସେଠାରେ ସୁବର୍ଣ୍ଣର ଓ ରୂପାର ଆସନ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଠାରେ କାର୍ପାସନିର୍ମିତ, ଶୁକ୍ଳ, ହରିତ୍‍ ଓ ନୀଳ ବସ୍ତ୍ରର ଚନ୍ଦ୍ରାତପ ଥିଲା, ତାହା ଶୁକ୍ଳ ଓ ଧୂମ୍ରବର୍ଣ୍ଣ ରଜ୍ଜୁ ଦ୍ୱାରା ରୌପ୍ୟମୟ କଡ଼ାରେ ମର୍ମର ସ୍ତମ୍ଭରେ ବନ୍ଧା ଥିଲା, ପୁଣି ରକ୍ତ ଓ ଶୁକ୍ଳ ଓ ପୀତ ଓ କୃଷ୍ଣବର୍ଣ୍ଣ ମର୍ମର ପ୍ରସ୍ତର ନିର୍ମିତ ଚଟାଣ ଉପରେ ସ୍ୱର୍ଣ୍ଣ ଓ ରୌପ୍ୟମୟ ଆସନ ଥିଲା।
Odia IRV 2017 (ଓଡିଆ ବାଇବେଲ)
ସେଠାରେ କାର୍ପାସନିର୍ମିତ, ଶୁକ୍ଳ, ହରିତ୍ ଓ ନୀଳ ବସ୍ତ୍ରର ଚନ୍ଦ୍ରାତପ ଥିଲା, ତାହା ଶୁକ୍ଳ ଓ ଧୂମ୍ରବର୍ଣ୍ଣ ରଜ୍ଜୁ ଦ୍ୱାରା ରୌପ୍ୟମୟ କଡ଼ାରେ ମର୍ମର ସ୍ତମ୍ଭରେ ବନ୍ଧା ଥିଲା, ପୁଣି ରକ୍ତ ଓ ଶୁକ୍ଳ ଓ ପୀତ ଓ କୃଷ୍ଣବର୍ଣ୍ଣ ମର୍ମରପ୍ରସ୍ତର ନିର୍ମିତ ଚଟାଣ ଉପରେ ସ୍ୱର୍ଣ୍ଣ ଓ ରୌପ୍ୟମୟ ଆସନ ଥିଲା।