Esther 1:7 — Compare Translations
5 translations compared side by side
Odia - 1840
"ସମାନେେ ନାନାପ୍ରକାର ସୁବର୍ଣ୍ଣପାତ୍ର ରେ ପାନଦ୍ରବ୍ଯ ଓ ରାଜାର ବଦାନ୍ଯତାନୁସା ରେ ପ୍ରଚୁର ରାଜକୀଯ ଦ୍ରାକ୍ଷାରସ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେମାନେ ନାନା ପ୍ରକାର ସୁବର୍ଣ୍ଣ ପାତ୍ରରେ ପାନଦ୍ରବ୍ୟ ଓ ରାଜାର ବଦାନ୍ୟତାନୁସାରେ ପ୍ରଚୁର ରାଜକୀୟ ଦ୍ରାକ୍ଷାରସ ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ନାନାପ୍ରକାର ସୁବର୍ଣ୍ଣପାତ୍ରରେ ପାନଦ୍ରବ୍ୟ ଓ ରାଜାର ବଦାନ୍ୟତାନୁସାରେ ପ୍ରଚୁର ରାଜକୀୟ ଦ୍ରାକ୍ଷାରସ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେମାନେ ନାନା ପ୍ରକାର ସୁବର୍ଣ୍ଣ ପାତ୍ରରେ ପାନଦ୍ରବ୍ୟ ଓ ରାଜାଙ୍କ ଉଦାରତାନୁସାରେ ପ୍ରଚୁର ରାଜକୀୟ ଦ୍ରାକ୍ଷାରସ ଦେଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ସେମାନେ ନାନା ପ୍ରକାର ସୁବର୍ଣ୍ଣ ପାତ୍ରରେ ପାନଦ୍ରବ୍ୟ ଓ ରାଜାଙ୍କ ଉଦାରତାନୁସାରେ ପ୍ରଚୁର ରାଜକୀୟ ଦ୍ରାକ୍ଷାରସ ଦେଲେ।