Esther 1:8 — Compare Translations

5 translations compared side by side

Odia - 1840
"ଦ୍ରାକ୍ଷାରସ ନିଯମ ଅନୁସାରେ ଥିଲା। କାହାରିକୁ ମଧ୍ଯ କରାଗଲା ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ବିଧାନାନୁସାରେ ପାନ କରାଗଲା; କେହି ବଳାତ୍କାର କରି ନ ପାରିଲା; କାରଣ ପ୍ରତ୍ୟେକ ଜଣକୁ ଆପଣା ଆପଣା ଇଚ୍ଛାନୁସାରେ କରିବାର ଅନୁମତି ଦେବା ପାଇଁ ରାଜା ଆପଣାର ଗୃହାଧ୍ୟକ୍ଷ ସମସ୍ତଙ୍କୁ ଆଜ୍ଞା ଦେଇଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଦ୍ରାକ୍ଷାରସ ନିୟମ ଅନୁସାରେ ଥିଲା। କାହାରିକୁ ମଧ୍ୟ କରାଗଲା ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯଦ୍ୟପି ପାନ କରିବା ବିଧିଗତ ଥିଲା; କିନ୍ତୁ କାହାରି ପାଇଁ ପାନ କରିବା ବାଧ୍ୟତାମୂଳକ କରାଯାଇ ନ ଥିଲା; କାରଣ ପ୍ରତ୍ୟେକ ଜଣକୁ ଆପଣା ଆପଣା ଇଚ୍ଛାନୁସାରେ ପାନ କରିବାର ଅନୁମତି ଦେବା ପାଇଁ ରାଜା ଆପଣାର ଗୃହାଧ୍ୟକ୍ଷ ସମସ୍ତଙ୍କୁ ଆଜ୍ଞା ଦେଇଥିଲେ।
Odia IRV 2017 (ଓଡିଆ ବାଇବେଲ)
ଯଦ୍ୟପି ପାନ କରିବା ବିଧିଗତ ଥିଲା; କିନ୍ତୁ କାହାରି ପାଇଁ ପାନ କରିବା ବାଧ୍ୟତାମୁଳକ କରାଯାଇନଥିଲା; କାରଣ ପ୍ରତ୍ୟେକ ଜଣକୁ ଆପଣା ଆପଣା ଇଚ୍ଛାନୁସାରେ ପାନ କରିବାର ଅନୁମତି ଦେବା ପାଇଁ ରାଜା ଆପଣାର ଗୃହାଧ୍ୟକ୍ଷ ସମସ୍ତଙ୍କୁ ଆଜ୍ଞା ଦେଇଥିଲେ।