Esther 1:9 — Compare Translations
5 translations compared side by side
Odia - 1840
"ବଷ୍ଟୀ ରାଣୀ ଅକ୍ଷଶ୍ବରେଶର ରାଜଗୃହ ରେ ସ୍ତ୍ରୀମାନଙ୍କ ପାଇଁ ଭୋଜି ପ୍ରସ୍ତୁତ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମଧ୍ୟ ବଷ୍ଟୀ ରାଣୀ ଅକ୍ଷଶ୍ଵେରଶର ରାଜଗୃହରେ ସ୍ତ୍ରୀମାନଙ୍କ ପାଇଁ ଭୋଜ ପ୍ରସ୍ତୁତ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ବଷ୍ଟୀ ରାଣୀ ଅକ୍ଷଶ୍ୱେରଶର ରାଜଗୃହରେ ସ୍ତ୍ରୀମାନଙ୍କ ପାଇଁ ଭୋଜି ପ୍ରସ୍ତୁତ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମଧ୍ୟ ରାଣୀ ବଷ୍ଟୀ ଅକ୍ଷଶ୍ୱେରଶର ରାଜଗୃହରେ ସ୍ତ୍ରୀମାନଙ୍କ ପାଇଁ ଭୋଜ ପ୍ରସ୍ତୁତ କଲେ।
Odia IRV 2017 (ଓଡିଆ ବାଇବେଲ)
ମଧ୍ୟ ରାଣୀ ବଷ୍ଟୀ ଅକ୍ଷଶ୍ୱେରଶର ରାଜଗୃହରେ ସ୍ତ୍ରୀମାନଙ୍କ ପାଇଁ ଭୋଜ ପ୍ରସ୍ତୁତ କଲେ।