Esther 10:1 — Compare Translations

5 translations compared side by side

Odia - 1840
"ସହେି ଅକ୍ଷଶ୍ବରେଶ ରାଜା ଦେଶ ଓ ସମୁଦ୍ରସ୍ଥ ଉପଦ୍ବୀପରେ କରଧାର୍ୟ୍ଯ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ଅକ୍ଷଶ୍ଵେରଶ ରାଜା ଦେଶ ଓ ସମୁଦ୍ରସ୍ଥ ଉପଦ୍ଵୀପସମୂହରେ କର ବସାଇଲା ।
Odia Bible ERV 2004 (ପବିତ୍ର ବାଇବଲ)
ମର୍ଦ୍ଦଖୟଙ୍କ ସମ୍ମାନ ସେହି ଅକ୍ଷଶ୍ୱେରଶ ରାଜା ଦେଶ ଓ ସମୁଦ୍ରସ୍ଥ ଉପଦ୍ୱୀପରେ କରଧାର୍ଯ୍ୟ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ଅକ୍ଷଶ୍ୱେରଶ ରାଜା ଦେଶ ଓ ସମୁଦ୍ରସ୍ଥ ଉପଦ୍ୱୀପସମୂହରେ କର ବସାଇଲେ।
Odia IRV 2017 (ଓଡିଆ ବାଇବେଲ)
ସେହି ଅକ୍ଷଶ୍ୱେରଶ ରାଜା ଦେଶ ଓ ସମୁଦ୍ରସ୍ଥ ଉପଦ୍ୱୀପସମୂହରେ କର ବସାଇଲେ।