Esther 10:2 — Compare Translations

5 translations compared side by side

Odia - 1840
"ତାହାର ପରାକ୍ରମ ଓ ପ୍ରଭାବରେ ସବୁକଥା ଆଉ ରାଜା ମର୍ଦ୍ଦରଖଯକୁ ଯେଉଁ ମହତ୍ତ୍ବ ଦଇେ ଉଚ୍ଚ ପଦ ରେ ନିୟୁକ୍ତ କଲା। ତହିଁର ସମ୍ପୁର୍ଣ୍ଣ ବିବରଣ କି ମାଦିଯ ଓ ପାରସ୍ଯ ଦେଶର ରାଜାମାନଙ୍କ ଇତିହାସ ପୁସ୍ତକରେ ଲିଖିତ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ତାହାର ପରାକ୍ରମ ଓ ପ୍ରଭାବର ସବୁ କଥା, ଆଉ ରାଜା ମର୍ଦ୍ଦଖୟକୁ ଯେଉଁ ମହତ୍ତ୍ଵ ଦେଇ ଉଚ୍ଚପଦରେ ନିଯୁକ୍ତ କଲା, ତହିଁର ସମ୍ପୂର୍ଣ୍ଣ ବିବରଣ କି ମାଦୀୟା ଓ ପାରସ୍ୟ ଦେଶର ରାଜାମାନଙ୍କ ଇତିହାସ-ପୁସ୍ତକରେ ଲିଖିତ ନାହିଁ?
Odia Bible ERV 2004 (ପବିତ୍ର ବାଇବଲ)
ତାହାର ପରାକ୍ରମ ଓ ପ୍ରଭାବରେ ସବୁକଥା ଆଉ ରାଜା ମର୍ଦ୍ଦଖୟକୁ ଯେଉଁ ମହତ୍ତ୍ୱ ଦେଇ ଉଚ୍ଚ ପଦରେ ନିଯୁକ୍ତ କଲା। ତହିଁର ସମ୍ପୂର୍ଣ୍ଣ ବିବରଣ କି ମାଦିୟ ଓ ପାରସ୍ୟ ଦେଶର ରାଜାମାନଙ୍କ ଇତିହାସ ପୁସ୍ତକରେ ଲିଖିତ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତାହାର ପରାକ୍ରମ ଓ ପ୍ରଭାବର ସବୁ କଥା, ଆଉ ରାଜା ମର୍ଦ୍ଦଖୟଙ୍କୁ ଯେଉଁ ମହତ୍ତ୍ୱ ଦେଇ ଉଚ୍ଚପଦରେ ନିଯୁକ୍ତ କଲେ, ତହିଁର ସମ୍ପୂର୍ଣ୍ଣ ବିବରଣ କି ମାଦୀୟା ଓ ପାରସ୍ୟ ଦେଶର ରାଜାମାନଙ୍କ ଇତିହାସ ପୁସ୍ତକରେ ଲିଖିତ ନାହିଁ?
Odia IRV 2017 (ଓଡିଆ ବାଇବେଲ)
ପୁଣି, ତାହାର ପରାକ୍ରମ ଓ ପ୍ରଭାବର ସବୁ କଥା, ଆଉ ରାଜା ମର୍ଦ୍ଦଖୟଙ୍କୁ ଯେଉଁ ମହତ୍ତ୍ୱ ଦେଇ ଉଚ୍ଚପଦରେ ନିଯୁକ୍ତ କଲେ, ତହିଁର ସମ୍ପୂର୍ଣ୍ଣ ବିବରଣ କି ମାଦୀୟା ଓ ପାରସ୍ୟ ଦେଶର ରାଜାମାନଙ୍କ ଇତିହାସ-ପୁସ୍ତକରେ ଲିଖିତ ନାହିଁ?