Esther 10:3 — Compare Translations

5 translations compared side by side

Odia - 1840
"ୟିହୁଦୀଯ ମର୍ଦ୍ଦଖଯ ଅକ୍ଷଶ୍ବରେଶ ରାଜାର ଦ୍ବିତୀୟ ସନୋପତି ହାଇେ ୟିହୁଦୀଯ ଲୋକମାନଙ୍କ ମଧିଅରେ ମହାନ ଓ ଆପଣା ଭାତୃ ସମୂହ ମଧିଅରେ ପ୍ରିଯପାତ୍ର ଏବଂ ନିଜ ଲୋକମାନଙ୍କର ମଙ୍ଗଳାନ୍ବଷେୀ, ସମସ୍ତ ବଂଶ ପ୍ରତି ଶାନ୍ତି ଆଣିଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଯିହୁଦୀୟ ମର୍ଦ୍ଦଖୟ ଅକ୍ଷଶ୍ଵେରଶ ରାଜାର ପ୍ରଧାନମନ୍ତ୍ରୀ ହୋଇ ଯିହୁଦୀୟ ଲୋକମାନଙ୍କ ମଧ୍ୟରେ ମହାନ ଓ ଆପଣା ଭାତ୍ରୁସମୂହ ମଧ୍ୟରେ ପ୍ରିୟପାତ୍ର ଓ ଆପଣା ଲୋକଙ୍କର ମଙ୍ଗଳାନ୍ଵେଷୀ, ପୁଣି ଆପଣା ସମସ୍ତ ବଂଶ ପ୍ରତି ଶାନ୍ତିବାଦୀ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୁଦୀୟ ମର୍ଦ୍ଦଖୟ ଅକ୍ଷଶ୍ୱେରଶ ରାଜାର ଦ୍ୱିତୀୟ ସେନାପତି ହୋଇ ଯିହୁଦୀୟ ଲୋକମାନଙ୍କ ମଧ୍ୟରେ ମହାନ ଓ ଆପଣା ଭାତୃ ସମୂହ ମଧ୍ୟରେ ପ୍ରିୟପାତ୍ର ଏବଂ ନିଜ ଲୋକମାନଙ୍କର ମଙ୍ଗଳାନ୍ୱେଷୀ, ସମସ୍ତ ବଂଶ ପ୍ରତି ଶାନ୍ତି ଆଣିଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଯିହୁଦୀୟ ମର୍ଦ୍ଦଖୟ ଅକ୍ଷଶ୍ୱେରଶ ରାଜାଙ୍କ ପ୍ରଧାନମନ୍ତ୍ରୀ ହୋଇ ଯିହୁଦୀୟ ଲୋକମାନଙ୍କ ମଧ୍ୟରେ ମହାନ ଓ ଆପଣା ଭ୍ରାତୃସମୂହ ମଧ୍ୟରେ ପ୍ରିୟପାତ୍ର ଓ ଆପଣା ଲୋକଙ୍କର ମଙ୍ଗଳାନ୍ୱେଷୀ, ପୁଣି ଆପଣା ସମସ୍ତ ବଂଶ ପ୍ରତି ଶାନ୍ତିବାଦୀ ଥିଲେ।
Odia IRV 2017 (ଓଡିଆ ବାଇବେଲ)
କାରଣ ଯିହୁଦୀୟ ମର୍ଦ୍ଦଖୟ ଅକ୍ଷଶ୍ୱେରଶ ରାଜାଙ୍କ ପ୍ରଧାନମନ୍ତ୍ରୀ ହୋଇ ଯିହୁଦୀୟ ଲୋକମାନଙ୍କ ମଧ୍ୟରେ ମହାନ୍ ଓ ଆପଣା ଭ୍ରାତୃସମୂହ ମଧ୍ୟରେ ପ୍ରିୟପାତ୍ର ଓ ଆପଣା ଲୋକଙ୍କର ମଙ୍ଗଳାନ୍ୱେଷୀ, ପୁଣି ଆପଣା ସମସ୍ତ ବଂଶ ପ୍ରତି ଶାନ୍ତିବାଦୀ ଥିଲେ।