Esther 2:1 — Compare Translations

5 translations compared side by side

Odia - 1840
"ଏହିସହୁ ଘଟଣା ପରେ ଅକ୍ଷଶ୍ବରେଶ ରାଜାର କୋର୍ଧ ଶାନ୍ତ ହୁଅନ୍ତେ ସେ ବଷ୍ଟୀକି ଓ ତାହାର କାର୍ୟ୍ଯ ଓ ତାହା ପ୍ରତିକୂଳ ରେ ପ୍ରଦତ୍ତ ଆଜ୍ଞା ସ୍ମରଣ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିସବୁ ଘଟନା ଉତ୍ତାରେ ଅକ୍ଷଶ୍ଵେରଶ ରାଜାର କ୍ରୋଧ ଶା; ହୁଅନ୍ତେ, ସେ ବଷ୍ଟୀକି ଓ ତାହାର କାର୍ଯ୍ୟ ଓ ତାହା ପ୍ରତିକୂଳରେ ପ୍ରଦତ୍ତ ଆଜ୍ଞା ସ୍ମରଣ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏଷ୍ଟର ରାଣୀ ତିଆରିହେଲେ ଏହିସବୁ ଘଟଣା ପରେ ଅକ୍ଷଶ୍ୱେରଶ ରାଜାର କ୍ରୋଧ ଶାନ୍ତ ହୁଅନ୍ତେ ସେ ବଷ୍ଟୀକି ଓ ତାହାର କାର୍ଯ୍ୟ ଓ ତାହା ପ୍ରତିକୂଳରେ ପ୍ରଦତ୍ତ ଆଜ୍ଞା ସ୍ମରଣ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିସବୁ ଘଟଣା ଉତ୍ତାରେ ଅକ୍ଷଶ୍ୱେରଶ ରାଜାଙ୍କ କ୍ରୋଧ ଶାନ୍ତ ହୁଅନ୍ତେ, ସେ ବଷ୍ଟୀକୁ ଓ ତାହାର କାର୍ଯ୍ୟ ଓ ତାହା ପ୍ରତିକୂଳରେ ପ୍ରଦତ୍ତ ଆଜ୍ଞା ସ୍ମରଣ କଲେ।
Odia IRV 2017 (ଓଡିଆ ବାଇବେଲ)
ଏହିସବୁ ଘଟଣା ଉତ୍ତାରେ ଅକ୍ଷଶ୍ୱେରଶ ରାଜାଙ୍କ କ୍ରୋଧ ଶାନ୍ତ ହୁଅନ୍ତେ, ସେ ବଷ୍ଟୀକୁ ଓ ତାହାର କାର୍ଯ୍ୟ ଓ ତାହା ପ୍ରତିକୂଳରେ ପ୍ରଦତ୍ତ ଆଜ୍ଞା ସ୍ମରଣ କଲେ।