Esther 2:10 — Compare Translations

5 translations compared side by side

Odia - 1840
"ମାତ୍ର ଏଷ୍ଟର ଆପଣା ବଂଶ କି କୁଟୁମ୍ବର ପରିଚଯ କାହାକୁ ଦଲୋନାହିଁ କାରଣ ମର୍ଦ୍ଦଖଯ ତାହା ନ ଜଣାଇବାକୁ ଆଜ୍ଞା କରିଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଏଷ୍ଟର ଆପଣା ବଂଶ କି କୁଟୁମ୍ଵର ପରିଚୟ କାହାକୁ ଦେଲା ନାହିଁ, କାରଣ ମର୍ଦ୍ଦଖୟ ତାହା ନ ଜଣାଇବାକୁ ତାହାକୁ ଆଜ୍ଞା କରିଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ଏଷ୍ଟର ଆପଣା ବଂଶ କି କୁଟୁମ୍ବର ପରିଚୟ କାହାକୁ ଦେଲା ନାହିଁ, କାରଣ ମର୍ଦ୍ଦଖୟ ତାହା ନ ଜଣାଇବାକୁ ଆଜ୍ଞା କରିଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଏଷ୍ଟର ଆପଣା ବଂଶ କି କୁଟୁମ୍ବର ପରିଚୟ କାହାକୁ ଦେଲେ ନାହିଁ, କାରଣ ମର୍ଦ୍ଦଖୟ ତାହା ନ ଜଣାଇବାକୁ ତାହାଙ୍କୁ ଆଜ୍ଞା କରିଥିଲେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଏଷ୍ଟର ଆପଣା ବଂଶ କି କୁଟୁମ୍ବର ପରିଚୟ କାହାକୁ ଦେଲେ ନାହିଁ, କାରଣ ମର୍ଦ୍ଦଖୟ ତାହା ନ ଜଣାଇବାକୁ ତାହାଙ୍କୁ ଆଜ୍ଞା କରିଥିଲେ।