Esther 2:11 — Compare Translations
5 translations compared side by side
Odia - 1840
"ଏହାପରେ, ଏଷ୍ଟର କିପରି ଅଛି ଓ ସେ କଣ କରୁଛି, ଏହା ଜାଣିବା ପାଇଁ ମର୍ଦ୍ଦଖଯ ପ୍ରତିଦିନ ନ୍ଯାଯାଳଯ ରେ ପ୍ରାଙ୍ଗଣ ସମ୍ମୁଖ ରେ ୟାତାଯତ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଏଷ୍ଟର କିପରି ଅଛି ଓ ତାହା ପ୍ରତି କʼଣ କରାଯିବ, ଏହା ଜାଣିବା ପାଇଁ ମର୍ଦ୍ଦଖୟ ପ୍ରତି ଦିନ ଅନ୍ତଃପୁରର ପ୍ରାଙ୍ଗଣ ସମ୍ମୁଖରେ ଯାତାୟାତ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ, ଏଷ୍ଟର କିପରି ଅଛି ଓ ସେ କ’ଣ କରୁଛି, ଏହା ଜାଣିବା ପାଇଁ ମର୍ଦ୍ଦଖୟ ପ୍ରତିଦିନ ନ୍ୟାୟାଳୟରେ ପ୍ରାଙ୍ଗଣ ସମ୍ମୁଖରେ ଯାତାୟାତ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଏଷ୍ଟର କିପରି ଅଛି ଓ ତାହା ପ୍ରତି କʼଣ କରାଯିବ, ଏହା ଜାଣିବା ପାଇଁ ମର୍ଦ୍ଦଖୟ ପ୍ରତିଦିନ ଅନ୍ତଃପୁରର ପ୍ରାଙ୍ଗଣ ସମ୍ମୁଖରେ ଯାତାୟାତ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଏଷ୍ଟର କିପରି ଅଛି ଓ ତାହା ପ୍ରତି କ’ଣ କରାଯିବ, ଏହା ଜାଣିବା ପାଇଁ ମର୍ଦ୍ଦଖୟ ପ୍ରତି ଦିନ ଅନ୍ତଃପୁରର ପ୍ରାଙ୍ଗଣ ସମ୍ମୁଖରେ ଯାତାୟାତ କଲେ।