Esther 2:12 — Compare Translations
5 translations compared side by side
Odia - 1840
"ଦ୍ବାଦଶ ମାସ ଶଷେ ରେ, ରାଜା ଅକ୍ଷଶ୍ବରଶ ନିକଟକୁ ଏକ କୁଆଁରୀ କନ୍ଯାର ଉପସ୍ଥିତ ହବୋର ସମୟ ଆସିଲା। କାରଣ ସମାନଙ୍କେର ସୌନ୍ଦର୍ୟ୍ଯ ବୃଦ୍ଧି ପାଇଁ ଛଅ ମାସ ଗନ୍ଧରସର ତୈଳ ଓ ଛଅ ମାସ ସୁଗନ୍ଧି ଓ ସ୍ତ୍ରୀ ଲୋକଙ୍କ ଅଙ୍ଗରାଗାର୍ଥକ ଦ୍ରବ୍ଯ ସବେନ କରିବାକୁ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଦ୍ଵାଦଶ ମାସ ପର୍ଯ୍ୟନ୍ତ ସ୍ତ୍ରୀଲୋକଙ୍କ ନିୟମିତ ସେବା ପାଇଲା ଉତ୍ତାରେ ଅକ୍ଷଶ୍ଵେରଶ ରାଜା ନିକଟକୁ ଏକ ଏକ କନ୍ୟାର ଯିବାର ପାଳି ଉପସ୍ଥିତ ହେଲା; କାରଣ ସେମାନଙ୍କ ଅଙ୍ଗସଂସ୍କାରରେ ଏତେ ଦିନ ଲାଗିଲା, ଅର୍ଥାତ୍, ଛଅ ମାସ ଗନ୍ଧରସର ତୈଳ ଓ ଛଅ ମାସ ସୁଗନ୍ଧି ଓ ସ୍ତ୍ରୀଲୋକଙ୍କ ଅଙ୍ଗରାଗାର୍ଥକ ଦ୍ରବ୍ୟ ସେବନ କରିବାକୁ ହେଲା;
Odia Bible ERV 2004 (ପବିତ୍ର ବାଇବଲ)
ଦ୍ୱାଦଶ ମାସ ଶେଷରେ, ରାଜା ଅକ୍ଷଶ୍ୱରଶ ନିକଟକୁ ଏକ କୁଆଁରୀ କନ୍ୟାର ଉପସ୍ଥିତ ହେବାର ସମୟ ଆସିଲା। କାରଣ ସେମାନଙ୍କର ସୌନ୍ଦର୍ଯ୍ୟ ବୃଦ୍ଧି ପାଇଁ ଛଅ ମାସ ଗନ୍ଧରସର ତୈଳ ଓ ଛଅ ମାସ ସୁଗନ୍ଧି ଓ ସ୍ତ୍ରୀଲୋକଙ୍କ ଅଙ୍ଗରାଗାର୍ଥକ ଦ୍ରବ୍ୟ ସେବନ କରିବାକୁ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଦ୍ୱାଦଶ ମାସ ପର୍ଯ୍ୟନ୍ତ ସ୍ତ୍ରୀଲୋକଙ୍କ ନିୟମିତ ସେବା ପାଇଲା ଉତ୍ତାରେ ଅକ୍ଷଶ୍ୱେରଶ ରାଜା ନିକଟକୁ ଏକ ଏକ କନ୍ୟାର ଯିବାର ପାଳି ଉପସ୍ଥିତ ହେଲା; କାରଣ ସେମାନଙ୍କ ଅଙ୍ଗସଂସ୍କାରରେ ଏତେ ଦିନ ଲାଗିଲା, ଅର୍ଥାତ୍, ଛଅ ମାସ ଗନ୍ଧରସର ତୈଳ ଓ ଛଅ ମାସ ସୁଗନ୍ଧି ଓ ସ୍ତ୍ରୀଲୋକଙ୍କ ଅଙ୍ଗରାଗାର୍ଥକ ଦ୍ରବ୍ୟ ସେବନ କରିବାକୁ ହେଲା;
Odia IRV 2017 (ଓଡିଆ ବାଇବେଲ)