Esther 2:13 — Compare Translations

5 translations compared side by side

Odia - 1840
"ପୁଣି ରାଜାଙ୍କ ନିକଟକୁ ୟିବାକୁ ହେଲେ, ପ୍ରେତ୍ୟକକ ୟୁବତୀ ନିମନ୍ତେ ଏହିପରି ନିଯମ ଥିଲା। ସେ ଯେ କୌଣସି ଦ୍ରବ୍ଯ ମାଗିଲେ, ଅନ୍ତଃପୁରରୁ ରାଜଗୃହକୁ ୟିବା ସମୟରେ ସାଙ୍ଗ ରେ ନବୋ ନିମନ୍ତେ ତାହାକୁ ଦିଆଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ରାଜା ନିକଟକୁ ଯିବାକୁ ହେଲେ, ପ୍ରତ୍ୟେକ ଯୁବତୀ ନିମନ୍ତେ ଏହି ନିୟମ ଥିଲା ଯେ, ସେ କୌଣସି ଦ୍ରବ୍ୟ ମାଗିଲେ, ଅନ୍ତଃପୁରରୁ ରାଜଗୃହକୁ ଯିବା ସମୟରେ ସଙ୍ଗେ ନେବା ନିମନ୍ତେ ତାହା ତାକୁ ଦିଆଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ରାଜାଙ୍କ ନିକଟକୁ ଯିବାକୁ ହେଲେ, ପ୍ରତ୍ୟେକ ଯୁବତୀ ନିମନ୍ତେ ଏହିପରି ନିୟମ ଥିଲା। ସେ ଯେକୌଣସି ଦ୍ରବ୍ୟ ମାଗିଲେ, ଅନ୍ତଃପୁରରୁ ରାଜଗୃହକୁ ଯିବା ସମୟରେ ସାଙ୍ଗରେ ନେବା ନିମନ୍ତେ ତାହାକୁ ଦିଆଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ରାଜା ନିକଟକୁ ଯିବାକୁ ହେଲେ, ପ୍ରତ୍ୟେକ ଯୁବତୀ ନିମନ୍ତେ ଏହି ନିୟମ ଥିଲା ଯେ, ସେ କୌଣସି ଦ୍ରବ୍ୟ ମାଗିଲେ, ଅନ୍ତଃପୁରରୁ ରାଜଗୃହକୁ ଯିବା ସମୟରେ ସଙ୍ଗେ ନେବା ନିମନ୍ତେ ତାହା ତାକୁ ଦିଆଯାଉଥିଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ରାଜା ନିକଟକୁ ଯିବାକୁ ହେଲେ, ପ୍ରତ୍ୟେକ ଯୁବତୀ ନିମନ୍ତେ ଏହି ନିୟମ ଥିଲା ଯେ, ସେ କୌଣସି ଦ୍ରବ୍ୟ ମାଗିଲେ, ଅନ୍ତଃପୁରରୁ ରାଜଗୃହକୁ ଯିବା ସମୟରେ ସଙ୍ଗେ ନେବା ନିମନ୍ତେ ତାହା ତାକୁ ଦିଆଯାଉଥିଲା।