Esther 2:14 — Compare Translations

5 translations compared side by side

Odia - 1840
"ରାଜାଙ୍କର ନଫୁସକ ଶାଶ୍ଗସର ତତ୍ତ୍ବାବଧାନ ରେ ଜଣେ କନ୍ଯା ସନ୍ଧ୍ଯା ସମୟରେ ଦ୍ବିତୀୟ ହ ରମଙ୍କେ ନିକଟକୁ ୟିବ ଓ ସକାଳ ରେ ଫରେି ଆସିବ। ଶାଶ୍ଗସ ରାଜାଙ୍କର ତତ୍ତ୍ବାବଧାରକ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ସନ୍ଧ୍ୟାକାଳରେ ଯାଇ ପ୍ରଭାତରେ ଉପପନିୀ-ଗଣର ରକ୍ଷକ ରାଜନପୁଂସକ ଶାଶ୍ଗସର ନିକଟକୁ ଦ୍ଵିତୀୟ ଅନ୍ତଃପୁରକୁ ଫେରି ଆସିଲା; ରାଜା ତାହା ପ୍ରତି ତୁଷ୍ଟ ହୋଇ ତାହାର ନାମ ଧରି ନ ଡକାଇଲେ, ସେ ରାଜା ନିକଟକୁ ଆଉ ଗଲା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ରାଜାଙ୍କର ନପୁଂସକ ଶା‌‌‌‌ଶ୍‌‌ଗସର ତତ୍ତ୍ୱାବଧାନରେ ଜଣେ କନ୍ୟା ସନ୍ଧ୍ୟା ସମୟରେ ଦ୍ୱିତୀୟ ହରେମଙ୍କ ନିକଟକୁ ଯିବ ଓ ସକାଳରେ ଫେରି ଆସିବ। ଶା‌‌‌‌ଶ୍‌‌ଗସ ରାଜାଙ୍କର ତତ୍ତ୍ୱାବଧାରକ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ସନ୍ଧ୍ୟାକାଳରେ ଯାଇ ପ୍ରଭାତରେ ଉପପତ୍ନୀଗଣର ରକ୍ଷକ ରାଜନପୁଂସକ ଶାଶ୍‍ଗସର ନିକଟକୁ ଦ୍ୱିତୀୟ ଅନ୍ତଃପୁରକୁ ଫେରି ଆସିଲେ; ରାଜା ତାହା ପ୍ରତି ତୁଷ୍ଟ ହୋଇ ଯେପର୍ଯ୍ୟନ୍ତ ତାହାର ନାମ ଧରି ନ ଡକାଇଲେ, ସେ ରାଜା ନିକଟକୁ ପୁନର୍ବାର ଯିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେ ସନ୍ଧ୍ୟାକାଳରେ ଯାଇ ପ୍ରଭାତରେ ଉପପତ୍ନୀଗଣର ରକ୍ଷକ ରାଜନପୁଂସକ ଶାଶ୍‍ଗସର ନିକଟକୁ ଦ୍ୱିତୀୟ ଅନ୍ତଃପୁରକୁ ଫେରି ଆସିଲେ; ରାଜା ତାହା ପ୍ରତି ତୁଷ୍ଟ ହୋଇ ଯେପର୍ଯ୍ୟନ୍ତ ତାହାର ନାମ ଧରି ନ ଡକାଇଲେ, ସେ ରାଜା ନିକଟକୁ ପୁନର୍ବାର ଯିବ ନାହିଁ।