Esther 2:15 — Compare Translations

5 translations compared side by side

Odia - 1840
"ଏହାପରେ, ରାଜାଙ୍କ ନିକଟକୁ ୟିବାପାଇଁ ଏଷ୍ଟରର ପାଳି ପଡିଲା। ଏଷ୍ଟର ମର୍ଦ୍ଦଖଯଙ୍କ ପାଳିତ କନ୍ଯା ଥିଲା। ସେ ମର୍ଦ୍ଦଖଯର କକା ଅବିହଯିଲର କନ୍ଯା ଥିଲା। ହଗଯେ ରାଜାଙ୍କର ନଫୁସକ ଓ ସ୍ତ୍ରୀଲୋକମାନଙ୍କର ତତ୍ତ୍ବାବଧାରକ, ଯାହା କହିଥିଲେ, ତାହା ଛଡା ଏଷ୍ଟର ଆଉ କିଛି ମାଗିଲା ନାହିଁ। ସମସ୍ତେ ଯେଉଁମାନେ ହଗଯକେୁ ଦେଖିଲେ, ତା ପ୍ରତି ଅନୁକମ୍ପା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରୁ ମର୍ଦ୍ଦଖୟ ଆପଣା ପିତୃବ୍ୟ ଅବୀହୟିଲର ଯେଉଁ ଏଷ୍ଟର ନାମ୍ନୀ କନ୍ୟାକୁ ନିଜ କନ୍ୟା ରୂପେ ଗ୍ରହଣ କରିଥିଲା, ରାଜା ନିକଟକୁ ତାହାର ଯିବାର ପାଳି ପଡ଼ନ୍ତେ, ସ୍ତ୍ରୀମାନଙ୍କ ରକ୍ଷକ ରାଜନପୁଂସକ ହେଗୟ ଯାହା ଯାହା ନିରୂପଣ କରିଥିଲା, ତାହା ଛଡ଼ା ସେ ଆଉ କିଛି ମାଗିଲା ନାହିଁ; ତଥାପି ଯେଉଁମାନେ ଏଷ୍ଟର ପ୍ରତି ଦୃଷ୍ଟି କଲେ, ସେସମସ୍ତେ ତାହାକୁ ଅନୁଗ୍ରହ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ, ରାଜାଙ୍କ ନିକଟକୁ ଯିବା ପାଇଁ ଏଷ୍ଟରର ପାଳି ପଡ଼ିଲା। ଏଷ୍ଟର ମର୍ଦ୍ଦଖୟଙ୍କ ପାଳିତ କନ୍ୟା ଥିଲା। ସେ ମର୍ଦ୍ଦଖୟର କକା ଅବିହୟିଲର କନ୍ୟା ଥିଲା। ହେଗୟ ରାଜାଙ୍କର ନପୁଂସକ ଓ ସ୍ତ୍ରୀଲୋକମାନଙ୍କର ତତ୍ତ୍ୱାବଧାରକ, ଯାହା କହିଥିଲେ, ତାହା ଛଡ଼ା ଏଷ୍ଟର ଆଉ କିଛି ମାଗିଲା ନାହିଁ। ସମସ୍ତେ ଯେଉଁମାନେ ହେଗୟକୁ ଦେଖିଲେ, ତା’ ପ୍ରତି ଅନୁକମ୍ପା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରୁ ମର୍ଦ୍ଦଖୟ ଆପଣା ପିତୃବ୍ୟ ଅବୀହୟିଲର ଯେଉଁ ଏଷ୍ଟର ନାମ୍ନୀ କନ୍ୟାକୁ ନିଜ କନ୍ୟା ରୂପେ ଗ୍ରହଣ କରିଥିଲେ, ରାଜା ନିକଟକୁ ତାହାର ଯିବାର ପାଳି ପଡ଼ନ୍ତେ, ସ୍ତ୍ରୀମାନଙ୍କ ରକ୍ଷକ ରାଜନପୁଂସକ ହେଗୟ ଯାହା ଯାହା ନିରୂପଣ କରିଥିଲେ, ତାହା ଛଡ଼ା ସେ ଆଉ କିଛି ମାଗିଲା ନାହିଁ; ତଥାପି ଯେଉଁମାନେ ଏଷ୍ଟର ପ୍ରତି ଦୃଷ୍ଟି କଲେ, ସେସମସ୍ତେ ତାହାଙ୍କୁ ଅନୁଗ୍ରହ କଲେ।
Odia IRV 2017 (ଓଡିଆ ବାଇବେଲ)