Esther 2:16 — Compare Translations
5 translations compared side by side
Odia - 1840
"ରାଜାର ଅଧିକାରର ସପ୍ତମ ବର୍ଷର ଦଶମ ମାସ ରେ ଅର୍ଥାତ୍ ଟବେେତ୍ ସାମ ରେ, ଏଷ୍ଟରକୁ ରାଜଗୃହ ରେ ଅକ୍ଷଶ୍ବରେଶ ରାଜା ନିକଟକୁ ନିଆଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ରାଜାର ଅଧିକାରର ସପ୍ତମ ବର୍ଷର ଦଶମ ମାସରେ, ଅର୍ଥାତ୍, ଟେବେତ୍ ମାସରେ, ଏଷ୍ଟର ରାଜଗୃହକୁ ଅକ୍ଷଶ୍ଵେରଶ ରାଜା ନିକଟକୁ ନିଆଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ରାଜାର ଅଧିକାରର ସପ୍ତମ ବର୍ଷର ଦଶମ ମାସରେ ଅର୍ଥାତ୍ ଟେବେତ୍ ମାସରେ, ଏଷ୍ଟରକୁ ରାଜଗୃହରେ ଅକ୍ଷଶ୍ୱେରଶ ରାଜା ନିକଟକୁ ନିଆଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ରାଜାଙ୍କ ରାଜତ୍ଵର ସପ୍ତମ ବର୍ଷର ଦଶମ ମାସରେ, ଅର୍ଥାତ୍, ଟେବେତ୍ ମାସରେ, ଏଷ୍ଟର ରାଜଗୃହକୁ ଅକ୍ଷଶ୍ୱେରଶ ରାଜା ନିକଟକୁ ନିଆଗଲା।
Odia IRV 2017 (ଓଡିଆ ବାଇବେଲ)
ରାଜାଙ୍କ ରାଜତ୍ଵର ସପ୍ତମ ବର୍ଷର ଦଶମ ମାସରେ, ଅର୍ଥାତ୍, ଟେବେତ୍ ମାସରେ, ଏଷ୍ଟର ରାଜଗୃହକୁ ଅକ୍ଷଶ୍ୱେରଶ ରାଜା ନିକଟକୁ ନିଆଗଲା।