Esther 2:17 — Compare Translations

5 translations compared side by side

Odia - 1840
"ତହିଁରେ ରାଜା ଅନ୍ୟସକଳ ସ୍ତ୍ରୀଠାରୁ ଏଷ୍ଟରକୁ ଅଧିକ ପ୍ ରମେ କଲା ଏବଂ ଅନ୍ୟ ସମସ୍ତ ୟୁବତୀଠାରୁ ସେ ରାଜାର ଦୃଷ୍ଟି ରେ ଅନୁଗ୍ରହ ଓ ଦୟା ପାଇଲା। ଏଣୁ ସେ ତାହାର ମସ୍ତକରେ ରାଜ ମୁକୁଟ ଦଇେ ବଷ୍ଟୀ ବଦଳ ରେ ତାହାକୁ ରାଣୀ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ରାଜା ଅନ୍ୟ ସକଳ ସ୍ତ୍ରୀଠାରୁ ଏଷ୍ଟରକୁ ଅଧିକ ପ୍ରେମ କଲା, ପୁଣି ଅନ୍ୟ ସକଳ ଯୁବତୀଠାରୁ ସେ ରାଜାର ଦୃଷ୍ଟିରେ ଅଧିକ ଅନୁଗ୍ରହ ଓ ଦୟା ପାଇଲା; ଏଣୁ ସେ ତାହାର ମସ୍ତକରେ ରାଜମୁକୁଟ ଦେଇ ବଷ୍ଟୀ ବଦଳେ ତାକୁ ରାଣୀ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ତହିଁରେ ରାଜା ଅନ୍ୟସକଳ ସ୍ତ୍ରୀଠାରୁ ଏଷ୍ଟରକୁ ଅଧିକ ପ୍ରେମ କଲା ଏବଂ ଅନ୍ୟ ସମସ୍ତ ଯୁବତୀଠାରୁ ସେ ରାଜାର ଦୃଷ୍ଟିରେ ଅନୁଗ୍ରହ ଓ ଦୟା ପାଇଲା। ଏଣୁ ସେ ତାହାର ମସ୍ତକରେ ରାଜ ମୁକୁଟ ଦେଇ ବଷ୍ଟୀ ବଦଳରେ ତାହାକୁ ରାଣୀ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ରାଜା ଅନ୍ୟ ସକଳ ସ୍ତ୍ରୀଠାରୁ ଏଷ୍ଟରଙ୍କୁ ଅଧିକ ପ୍ରେମ କଲେ, ପୁଣି ଅନ୍ୟ ସକଳ ଯୁବତୀଠାରୁ ସେ ରାଜାଙ୍କ ଦୃଷ୍ଟିରେ ଅଧିକ ଅନୁଗ୍ରହ ଓ ଦୟା ପାଇଲା; ଏଣୁ ସେ ତାହାର ମସ୍ତକରେ ରାଜମୁକୁଟ ଦେଇ ବଷ୍ଟୀ ବଦଳେ ତାକୁ ରାଣୀ କଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ରାଜା ଅନ୍ୟ ସକଳ ସ୍ତ୍ରୀଠାରୁ ଏଷ୍ଟରଙ୍କୁ ଅଧିକ ପ୍ରେମ କଲେ, ପୁଣି ଅନ୍ୟ ସକଳ ଯୁବତୀଠାରୁ ସେ ରାଜାଙ୍କ ଦୃଷ୍ଟିରେ ଅଧିକ ଅନୁଗ୍ରହ ଓ ଦୟା ପାଇଲା; ଏଣୁ ସେ ତାହାର ମସ୍ତକରେ ରାଜମୁକୁଟ ଦେଇ ବଷ୍ଟୀ ବଦଳେ ତାକୁ ରାଣୀ କଲେ।