Esther 2:18 — Compare Translations

5 translations compared side by side

Odia - 1840
"ଏହାପରେ ରାଜା ଓ ଆପଣା ସମସ୍ତ ଅଧିପତି ଓ ଦାସମାନଙ୍କ ପାଇଁ ଏଷ୍ଟର ଭୋଜି ବୋଲି ମହା ଭୋଜି ପ୍ରସ୍ତୁତ କଲା ଓ ସବୁ ପ୍ରଦେଶର ଛୁଟି କଲା ଓ ରାଜାର ବଦାନ୍ଯତାନୁସା ରେ ଦାନ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ରାଜା ଆପଣା ସମସ୍ତ ଅଧିପତି ଓ ଦାସମାନଙ୍କ ପାଇଁ ଏଷ୍ଟରର ଭୋଜ ବୋଲି ମହାଭୋଜ ପ୍ରସ୍ତୁତ କଲା ଓ ସବୁ ପ୍ରଦେଶର କର-ମୋଚନ କଲା ଓ ରାଜାର ବଦାନ୍ୟତାନୁସାରେ ଦାନ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ରାଜା ଓ ଆପଣା ସମସ୍ତ ଅଧିପତି ଓ ଦାସମାନଙ୍କ ପାଇଁ ଏଷ୍ଟର ଭୋଜି ବୋଲି ମହା ଭୋଜି ପ୍ରସ୍ତୁତ କଲା ଓ ସବୁ ପ୍ରଦେଶରେ ଛୁଟି କଲା ଓ ରାଜାର ବଦାନ୍ୟତାନୁସାରେ ଦାନ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ରାଜା ଆପଣା ସମସ୍ତ ଅଧିପତି ଓ ଦାସମାନଙ୍କ ପାଇଁ ଏଷ୍ଟରଙ୍କ ଭୋଜ ବୋଲି ମହାଭୋଜ ପ୍ରସ୍ତୁତ କଲେ ଓ ସବୁ ପ୍ରଦେଶର କର-ମୋଚନ କଲେ ଓ ରାଜାଙ୍କ ଉଦାରତାନୁସାରେ ଦାନ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ରାଜା ଆପଣା ସମସ୍ତ ଅଧିପତି ଓ ଦାସମାନଙ୍କ ପାଇଁ ଏଷ୍ଟରଙ୍କ ଭୋଜ ବୋଲି ମହାଭୋଜ ପ୍ରସ୍ତୁତ କଲେ ଓ ସବୁ ପ୍ରଦେଶର କର-ମୋଚନ କଲେ ଓ ରାଜାଙ୍କ ଉଦାରତାନୁସାରେ ଦାନ କଲେ।