Esther 2:19 — Compare Translations

5 translations compared side by side

Odia - 1840
"କନ୍ଯାମାନେ ଦ୍ବିତୀୟଥର ସଂଗୃହିତା ହବୋ ସମୟରେ ମର୍ଦ୍ଦଖଯ ରାଜ ଦ୍ବାର ରେ ବସିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କନ୍ୟାମାନେ ଦ୍ଵିତୀୟ ଥର ସଂଗୃହୀତା ହେବା ସମୟରେ, ମର୍ଦ୍ଦଖୟ ରାଜଦ୍ଵାରରେ ବସିଲା ।
Odia Bible ERV 2004 (ପବିତ୍ର ବାଇବଲ)
ମର୍ଦ୍ଦଖୟ ଏକ ମନ୍ଦ ଯୋଜନା ବିଷୟରେ ଜାଣିଲେ କନ୍ୟାମାନେ ଦ୍ୱିତୀୟ ଥର ସଂଗୃହୀତା ହେବା ସମୟରେ ମର୍ଦ୍ଦଖୟ ରାଜ ଦ୍ୱାରରେ ବସିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କନ୍ୟାମାନେ ଦ୍ୱିତୀୟ ଥର ସଂଗୃହୀତା ହେବା ସମୟରେ, ମର୍ଦ୍ଦଖୟ ରାଜଦ୍ୱାରରେ ବସିଲେ।
Odia IRV 2017 (ଓଡିଆ ବାଇବେଲ)
କନ୍ୟାମାନେ ଦ୍ୱିତୀୟ ଥର ସଂଗୃହୀତା ହେବା ସମୟରେ, ମର୍ଦ୍ଦଖୟ ରାଜଦ୍ୱାରରେ ବସିଲେ।