Esther 2:20 — Compare Translations
5 translations compared side by side
Odia - 1840
"ଏଷ୍ଟର ମର୍ଦ୍ଦଖଯର ଆଜ୍ଞାନୁସା ରେ ଆପଣା ବଂଶ ଓ କୁଟୁମ୍ବର ପରିଚଯ କାହାକୁ ହିଁ ଦଲୋ ନାହିଁ। କାରଣ ଏଷ୍ଟର ମର୍ଦ୍ଦଖଯ ନିକଟରେ ପ୍ରତିପାଳିତା ହବୋ ସମୟରେ ଯେପରି କରୁଥିଲା ସେତବେେଳେ ହିଁ ସପରେି ତାହାର ଆଜ୍ଞା ପାଳନ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଷ୍ଟର ମର୍ଦ୍ଦଖୟର ଆଜ୍ଞାନୁସାରେ ଆପଣା ବଂଶ ଓ କୁଟୁମ୍ଵର ପରିଚୟ କାହାକୁ ହିଁ ଦେଲା ନାହିଁ; କାରଣ ଏଷ୍ଟର ମର୍ଦ୍ଦଖୟ ନିକଟରେ ପ୍ରତିପାଳିତା ହେବା ସମୟରେ ଯେପରି କରୁଥିଲା, ସେତେବେଳେ ମଧ୍ୟ ସେପରି ତାହାର ଆଜ୍ଞା ପାଳନ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏଷ୍ଟର ମର୍ଦ୍ଦଖୟର ଆଜ୍ଞାନୁସାରେ ଆପଣା ବଂଶ ଓ କୁଟୁମ୍ବର ପରିଚୟ କାହାକୁ ହିଁ ଦେଲା ନାହିଁ। କାରଣ ଏଷ୍ଟର ମର୍ଦ୍ଦଖୟ ନିକଟରେ ପ୍ରତିପାଳିତା ହେବା ସମୟରେ ଯେପରି କରୁଥିଲା ସେତେବେଳେ ହିଁ ସେପରି ତାହାର ଆଜ୍ଞା ପାଳନ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଷ୍ଟର ମର୍ଦ୍ଦଖୟର ଆଜ୍ଞାନୁସାରେ ଆପଣା ବଂଶ ଓ କୁଟୁମ୍ବର ପରିଚୟ କାହାକୁ ହିଁ ଦେଲା ନାହିଁ; କାରଣ ଏଷ୍ଟର ମର୍ଦ୍ଦଖୟ ନିକଟରେ ପ୍ରତିପାଳିତା ହେବା ସମୟରେ ଯେପରି କରୁଥିଲେ, ସେତେବେଳେ ମଧ୍ୟ ସେପରି ତାହାର ଆଜ୍ଞା ପାଳନ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଷ୍ଟର ମର୍ଦ୍ଦଖୟର ଆଜ୍ଞାନୁସାରେ ଆପଣା ବଂଶ ଓ କୁଟୁମ୍ବର ପରିଚୟ କାହାକୁ ହିଁ ଦେଲା ନାହିଁ; କାରଣ ଏଷ୍ଟର ମର୍ଦ୍ଦଖୟ ନିକଟରେ ପ୍ରତିପାଳିତା ହେବା ସମୟରେ ଯେପରି କରୁଥିଲେ, ସେତେବେଳେ ମଧ୍ୟ ସେପରି ତାହାର ଆଜ୍ଞା ପାଳନ କଲେ।