Esther 2:21 — Compare Translations

5 translations compared side by side

Odia - 1840
"ସହେି ସମୟରେ, ମର୍ଦ୍ଦଖଯ ରାଜଦ୍ବାର ରେ ବସିବା ବେଳେ ଦ୍ବାରପାଳମାନଙ୍କ ମଧିଅରେ ବିଗ୍ଥନ୍ ଓ ତରେଶ୍ ନାମକ ରାଜାଙ୍କର ଦୁଇ ଜଣ ନଫୁସକ କୋର୍ଧିତ ହାଇେ ଅକ୍ଷଶ୍ବରେଶ ରାଜାକୁ ବଧ କରିବାକୁ ଷଡୟନ୍ତ୍ର କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ସମୟରେ ମର୍ଦ୍ଦଖୟ ରାଜଦ୍ଵାରରେ ବସିବା ବେଳେ, ଦ୍ଵାରପାଳମାନଙ୍କ ମଧ୍ୟରେ ବିଗଥନ୍ ଓ ତେରଶ୍ ନାମରେ ରାଜଗୃହର ଦୁଇ ନପୁଂସକ କ୍ରୁଦ୍ଧ ହୋଇ ଅକ୍ଷଶ୍ଵେରଶ ରାଜାକୁ ବଧ କରିବାକୁ ଚେଷ୍ଟା କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ସମୟରେ, ମର୍ଦ୍ଦଖୟ ରାଜଦ୍ୱାରରେ ବସିବା ବେଳେ ଦ୍ୱାରପାଳମାନଙ୍କ ମଧ୍ୟରେ ବି‌ଗ୍‌ଥନ୍ ଓ ତେରଶ୍ ନାମକ ରାଜାଙ୍କର ଦୁଇ ଜଣ ନପୁଂସକ କ୍ରୋଧିତ ହୋଇ ଅକ୍ଷଶ୍ୱେରଶ ରାଜାକୁ ବଧ କରିବାକୁ ଷଡ଼ଯନ୍ତ୍ର କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସମୟରେ ମର୍ଦ୍ଦଖୟ ରାଜଦ୍ୱାରରେ ବସିବା ବେଳେ, ଦ୍ୱାରପାଳମାନଙ୍କ ମଧ୍ୟରେ ବିଗ୍‍ଥନ୍‍ ଓ ତେରଶ୍‍ ନାମରେ ରାଜଗୃହର ଦୁଇ ନପୁଂସକ କ୍ରୁଦ୍ଧ ହୋଇ ଅକ୍ଷଶ୍ୱେରଶ ରାଜାକୁ ବଧ କରିବାକୁ ଚେଷ୍ଟା କଲେ।
Odia IRV 2017 (ଓଡିଆ ବାଇବେଲ)
ସେହି ସମୟରେ ମର୍ଦ୍ଦଖୟ ରାଜଦ୍ୱାରରେ ବସିବା ବେଳେ, ଦ୍ୱାରପାଳମାନଙ୍କ ମଧ୍ୟରେ ବିଗ୍‍ଥନ୍‍ ଓ ତେରଶ୍‍ ନାମରେ ରାଜଗୃହର ଦୁଇ ନପୁଂସକ କ୍ରୁଦ୍ଧ ହୋଇ ଅକ୍ଷଶ୍ୱେରଶ ରାଜାକୁ ବଧ କରିବାକୁ ଚେଷ୍ଟା କଲେ।