Esther 2:23 — Compare Translations

5 translations compared side by side

Odia - 1840
"ତହିଁରେ ଅନୁସନ୍ଧାନ ଦ୍ବାରା ସହେି କଥା ପ୍ରମାଣ ହବୋରୁ ସହେି ଦୁଇଜଣ ବୃକ୍ଷ ରେ ଫାଶି ପାଇଲେ। ଆଉ ସହେି କଥା ରାଜାର ସାକ୍ଷାତ ରେ କଚରେୀର ନକଲ ଖାତା ରେ ଲଖାଗେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଅନୁସନ୍ଧାନ ଦ୍ଵାରା ସେହି କଥା ପ୍ରମାଣ ହୁଅନ୍ତେ, ସେହି ଦୁଇ ଜଣ ବୃକ୍ଷରେ ଫାଶୀ ପାଇଲେ, ଆଉ ସେହି କଥା ରାଜାର ସାକ୍ଷାତରେ ଇତିହାସ-ପୁସ୍ତକରେ ଲେଖାଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ତହିଁରେ ଅନୁସନ୍ଧାନ ଦ୍ୱାରା ସେହି କଥା ପ୍ରମାଣ ହେବାରୁ ସେହି ଦୁଇଜଣ ବୃକ୍ଷରେ ଫାଶି ପାଇଲେ। ଆଉ ସେହି କଥା ରାଜାର ସାକ୍ଷାତରେ କଚେରୀର ନକଲ ଖାତାରେ ଲେଖାଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଅନୁସନ୍ଧାନ ଦ୍ୱାରା ସେହି କଥା ପ୍ରମାଣ ହୁଅନ୍ତେ, ସେହି ଦୁଇ ଜଣ ବୃକ୍ଷରେ ଫାଶୀ ପାଇଲେ, ଆଉ ସେହି କଥା ରାଜାଙ୍କ ସାକ୍ଷାତରେ ଇତିହାସ ପୁସ୍ତକରେ ଲେଖାଗଲା।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଅନୁସନ୍ଧାନ ଦ୍ୱାରା ସେହି କଥା ପ୍ରମାଣ ହୁଅନ୍ତେ, ସେହି ଦୁଇ ଜଣ ବୃକ୍ଷରେ ଫାଶୀ ପାଇଲେ, ଆଉ ସେହି କଥା ରାଜାଙ୍କ ସାକ୍ଷାତରେ ଇତିହାସ-ପୁସ୍ତକରେ ଲେଖାଗଲା।