Esther 2:3 — Compare Translations
5 translations compared side by side
Odia - 1840
"ଆଉ ମହାରାଜା ଆପଣା ରାଜ୍ଯର ସମସ୍ତ ପ୍ରଦେଶ ରେ କର୍ମଗ୍ଭରୀଗଣ ନିୟୁକ୍ତି କରନ୍ତୁ। ସମାନେେ ସହେି ସବୁ ସୁନ୍ଦରୀ କନ୍ଯାଗଣକୁ ଶୂଶନ ରାଜଧାନୀ ରେ ଏକତ୍ର କରି ଅନ୍ତଃପୁର ରେ ସ୍ତ୍ରୀମାନଙ୍କ ରକ୍ଷକ ରାଜନଫୁସକ ହଗଯରେ ହସ୍ତ ରେ ସମର୍ପଣ କରନ୍ତୁ। ପୁଣି ସମାନଙ୍କେ ଅଙ୍ଗରାଗାର୍ଥକ ଦ୍ରବ୍ଯ ସମାନଙ୍କେୁ ଦତ୍ତ ହେଉ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ମହାରାଜା ଆପଣା ରାଜ୍ୟର ସମସ୍ତ ପ୍ରଦେଶରେ କର୍ମଚାରୀଗଣ ନିଯୁକ୍ତ କରନ୍ତୁ; ସେମାନେ ସେହିସବୁ ସୁନ୍ଦରୀ ଯୁବତୀ କନ୍ୟାଗଣକୁ ଶୂଶନ୍ ରାଜଧାନୀରେ ଏକତ୍ର କରି ଅନ୍ତଃପୁରରେ ସ୍ତ୍ରୀମାନଙ୍କ ରକ୍ଷକ ରାଜନପୁଂସକ ହେଗୟର ହସ୍ତରେ ସମର୍ପଣ କରନ୍ତୁ; ପୁଣି, ସେମାନଙ୍କ ଅଙ୍ଗରାଗାର୍ଥକ ଦ୍ରବ୍ୟ ସେମାନଙ୍କୁ ଦତ୍ତ ହେଉ;
Odia Bible ERV 2004 (ପବିତ୍ର ବାଇବଲ)
ଆଉ ମହାରାଜା ଆପଣା ରାଜ୍ୟର ସମସ୍ତ ପ୍ରଦେଶରେ କର୍ମଗ୍ଭରୀଗଣ ନିଯୁକ୍ତି କରନ୍ତୁ। ସେମାନେ ସେହିସବୁ ସୁନ୍ଦରୀ କନ୍ୟାଗଣକୁ ଶୂଶନ ରାଜଧାନୀରେ ଏକତ୍ର କରି ଅନ୍ତଃପୁରରେ ସ୍ତ୍ରୀମାନଙ୍କ ରକ୍ଷକ ରାଜନପୁଂସକ ହେଗୟର ହସ୍ତରେ ସମର୍ପଣ କରନ୍ତୁ। ପୁଣି ସେମାନଙ୍କ ଅଙ୍ଗରାଗାର୍ଥକ ଦ୍ରବ୍ୟ ସେମାନଙ୍କୁ ଦତ୍ତ ହେଉ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ମହାରାଜା ଆପଣା ରାଜ୍ୟର ସମସ୍ତ ପ୍ରଦେଶରେ କର୍ମଚାରୀଗଣ ନିଯୁକ୍ତ କରନ୍ତୁ; ସେମାନେ ସେହି ସବୁ ସୁନ୍ଦରୀ ଯୁବତୀ କନ୍ୟାଗଣକୁ ଶୂଶନ୍ ରାଜଧାନୀରେ ଏକତ୍ର କରି ଅନ୍ତଃପୁରରେ ସ୍ତ୍ରୀମାନଙ୍କ ରକ୍ଷକ ରାଜନପୁଂସକ ହେଗୟର ହସ୍ତରେ ସମର୍ପଣ କରନ୍ତୁ; ପୁଣି, ସେମାନଙ୍କ ଅଙ୍ଗରାଗାର୍ଥକ ଦ୍ରବ୍ୟ ସେମାନଙ୍କୁ ଦତ୍ତ ହେଉ,
Odia IRV 2017 (ଓଡିଆ ବାଇବେଲ)
ଆଉ, ମହାରାଜା ଆପଣା ରାଜ୍ୟର ସମସ୍ତ ପ୍ରଦେଶରେ କର୍ମଚାରୀଗଣ ନିଯୁକ୍ତ କରନ୍ତୁ; ସେମାନେ ସେହିସବୁ ସୁନ୍ଦରୀ ଯୁବତୀ କନ୍ୟାଗଣକୁ ଶୂଶନ୍ ରାଜଧାନୀରେ ଏକତ୍ର କରି ଅନ୍ତଃପୁରରେ ସ୍ତ୍ରୀମାନଙ୍କ ରକ୍ଷକ ରାଜନପୁଂସକ ହେଗୟର ହସ୍ତରେ ସମର୍ପଣ କରନ୍ତୁ; ପୁଣି, ସେମାନଙ୍କ ଅଙ୍ଗରାଗାର୍ଥକ ଦ୍ରବ୍ୟ ସେମାନଙ୍କୁ ଦତ୍ତ ହେଉ,”