Esther 2:4 — Compare Translations
5 translations compared side by side
Odia - 1840
"ଏହାପରେ ଯେଉଁ କନ୍ଯା ମହାରାଜାଙ୍କର ତୁଷ୍ଟୀକାରୀଣୀ ହବେ, ସେ ବଷ୍ଟୀ ବଦଳେ ରାଣୀ ହବେ। ଏହି କଥା ରେ ରାଜା ସନ୍ତାଷେ ହବୋରୁ ସେ ଏପରି କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁ ଉତ୍ତାରୁ ଯେଉଁ କନ୍ୟା ମହାରାଜଙ୍କର ତୁଷ୍ଟିକାରିଣୀ ହେବ, ସେ ବଷ୍ଟୀ ବଦଳେ ରାଣୀ ହେବ; ଏହି କଥାରେ ରାଜାର ସନ୍ତୋଷ ହୁଅନ୍ତେ, ସେ ସେପରି କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଯେଉଁ କନ୍ୟା ମହାରାଜାଙ୍କର ତୁଷ୍ଟୀକାରୀଣୀ ହେବ, ସେ ବଷ୍ଟୀ ବଦଳେ ରାଣୀ ହେବ।” ଏହି କଥାରେ ରାଜା ସନ୍ତୋଷ ହେବାରୁ ସେ ଏପରି କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁ ଉତ୍ତାରେ ଯେଉଁ କନ୍ୟା ମହାରାଜାଙ୍କର ତୁଷ୍ଟିକାରିଣୀ ହେବ, ସେ ବଷ୍ଟୀ ବଦଳେ ରାଣୀ ହେବ;” ଏହି କଥାରେ ରାଜାଙ୍କ ସନ୍ତୋଷ ହୁଅନ୍ତେ, ସେ ସେପରି କଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁ ଉତ୍ତାରୁ ଯେଉଁ କନ୍ୟା ମହାରାଜାଙ୍କର ତୁଷ୍ଟିକାରିଣୀ ହେବ, ସେ ବଷ୍ଟୀ ବଦଳେ ରାଣୀ ହେବ; ଏହି କଥାରେ ରାଜାଙ୍କ ସନ୍ତୋଷ ହୁଅନ୍ତେ, ସେ ସେପରି କଲେ।