Esther 2:5 — Compare Translations
5 translations compared side by side
Odia - 1840
"ସହେି ସମୟରେ ମର୍ଦ୍ଦଖଯ ନାମ ରେ ଜଣେ ୟିହୁଦୀଯ ଲୋକ ଶୂଶନ୍ ରାଜଧାନୀ ରେ ଥିଲା, ସେ ବିନ୍ଯାମୀନ ବଂଶୀଯ ୟାଯୀରର ପୁତ୍ର, ଶିମିଯିର ପୌତ୍ର, କୀଶର ପ୍ରପୌତ୍ର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ସମୟରେ ମର୍ଦ୍ଦଖୟ ନାମେ ଜଣେ ଯିହୁଦୀୟ ଲୋକ ଶୂଶନ୍ ରାଜଧାନୀରେ ଥିଲା, ସେ ବିନ୍ୟାମୀନ ବଂଶୀୟ ଯାୟୀରର ପୁତ୍ର, ଶିମିୟିର ପୌତ୍ର, କୀଶ୍ର ପ୍ରପୌତ୍ର ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ସମୟରେ ମର୍ଦ୍ଦଖୟ ନାମରେ ଜଣେ ଯିହୁଦୀୟ ଲୋକ ଶୂଶନ୍ ରାଜଧାନୀରେ ଥିଲା, ସେ ବିନ୍ୟାମୀନ ବଂଶୀୟ ଯାୟୀରର ପୁତ୍ର, ଶିମିୟିର ପୌତ୍ର, କୀଶ୍ର ପ୍ରପୌତ୍ର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସମୟରେ ମର୍ଦ୍ଦଖୟ ନାମେ ଜଣେ ଯିହୁଦୀୟ ଲୋକ ଶୂଶନ୍ ରାଜଧାନୀରେ ଥିଲେ, ସେ ବିନ୍ୟାମୀନ ବଂଶୀୟ ଯାୟୀରର ପୁତ୍ର, ଶିମୀୟିର ପୌତ୍ର, କୀଶ୍ର ପ୍ରପୌତ୍ର।
Odia IRV 2017 (ଓଡିଆ ବାଇବେଲ)
ସେହି ସମୟରେ ମର୍ଦ୍ଦଖୟ ନାମେ ଜଣେ ଯିହୁଦୀୟ ଲୋକ ଶୂଶନ୍ ରାଜଧାନୀରେ ଥିଲେ, ସେ ବିନ୍ୟାମୀନ୍ ବଂଶୀୟ ଯାୟୀରର ପୁତ୍ର, ଶିମୀୟିର ପୌତ୍ର, କୀଶ୍ର ପ୍ରପୌତ୍ର।