Esther 2:6 — Compare Translations

5 translations compared side by side

Odia - 1840
"ଯେଉଁ ଲୋକମାନେ ଯିହୁଦାର ରାଜା ୟିକନିଯ ସହିତ ବାବିଲର ରାଜା ନବୁଖଦ୍ନିତ୍ସର ଦ୍ବାରା ନିର୍ବାସିତ ହାଇେଥିଲା। ସମାନଙ୍କେ ସହିତ କୀଶ ୟିରୁଶାଲମଠାରୁ ନିର୍ବାସିତ ହାଇେଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ଲୋକମାନେ ଯିହୁଦାର ରାଜା ଯିକନୀୟ ସହିତ ବାବିଲର ରାଜା ନବୁଖଦ୍ନିତ୍ସର ଦ୍ଵାରା ନିର୍ବାସିତ ହୋଇଥିଲେ, ସେମାନଙ୍କ ସହିତ (କୀଶ୍) ଯିରୂଶାଲମଠାରୁ ନିର୍ବାସିତ ହୋଇଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ଲୋକମାନେ ଯିହୁଦାର ରାଜା ଯିକନିୟ ସହିତ ବାବିଲର ରାଜା ନବୂଖ‌ଦ୍‌ନିତ୍ସର ଦ୍ୱାରା ନିର୍ବାସିତ ହୋଇଥିଲେ। ସେମାନଙ୍କ ସହିତ କୀଶ୍ ଯିରୁଶାଲମଠାରୁ ନିର୍ବାସିତ ହୋଇଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ଲୋକମାନେ ଯିହୁଦାର ରାଜା ଯିକନୀୟ ସହିତ ବାବିଲର ରାଜା ନବୂଖଦ୍‍ନିତ୍ସର ଦ୍ୱାରା ନିର୍ବାସିତ ହୋଇଥିଲେ, ସେମାନଙ୍କ ସହିତ (କୀଶ୍‍) ଯିରୂଶାଲମଠାରୁ ନିର୍ବାସିତ ହୋଇଥିଲେ।
Odia IRV 2017 (ଓଡିଆ ବାଇବେଲ)
ଯେଉଁ ଲୋକମାନେ ଯିହୁଦାର ରାଜା ଯିକନୀୟ ସହିତ ବାବିଲର ରାଜା ନବୂଖଦ୍‍ନିତ୍ସର ଦ୍ୱାରା ନିର୍ବାସିତ ହୋଇଥିଲେ, ସେମାନଙ୍କ ସହିତ (କୀଶ୍‍) ଯିରୂଶାଲମଠାରୁ ନିର୍ବାସିତ ହୋଇଥିଲେ।