Esther 2:7 — Compare Translations
5 translations compared side by side
Odia - 1840
"ମର୍ଦ୍ଦଖଯ ଆପଣା ମାମୁଁ କନ୍ଯା ହଦସାକୁ ଅର୍ଥାତ୍ ଏଷ୍ଟରକୁ ପ୍ରତିପାଳନ କଲା କାରଣ ତାହାର ପିତା କି ମାତା ନ ଥିଲେ। ସେ ପରମସୁନ୍ଦରୀ ଓ ସ୍ନହମେଯୀ ଥିଲା। ତାହାର ପିତାମାତା ମଲାପରେ ମର୍ଦ୍ଦଖଯ ତାହାକୁ ନିଜର କନ୍ଯାରୂପେ ଗ୍ରହଣ କରିଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମର୍ଦ୍ଦଖୟ ଆପଣା ପିତୃବ୍ୟର କନ୍ୟା ହଦସାକୁ, ଅର୍ଥାତ୍, ଏଷ୍ଟରକୁ ପ୍ରତିପାଳନ କଲା; କାରଣ ତାହାର ପିତା କି ମାତା ନ ଥିଲେ, ସେହି କନ୍ୟା ପରମସୁନ୍ଦରୀ ଓ ସୁବଦନା ଥିଲା; ତାହାର ପିତାମାତା ମଲା ଉତ୍ତାରେ ମର୍ଦ୍ଦଖୟ ତାହାକୁ ନିଜ କନ୍ୟା ରୂପେ ଗ୍ରହଣ କରିଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ମର୍ଦ୍ଦଖୟ ଆପଣା ମାମୁଁ କନ୍ୟା ହଦସାକୁ ଅର୍ଥାତ୍ ଏଷ୍ଟରକୁ ପ୍ରତିପାଳନ କଲା, କାରଣ ତାହାର ପିତା କି ମାତା ନ ଥିଲେ। ସେ ପରମସୁନ୍ଦରୀ ଓ ସ୍ନେହମୟୀ ଥିଲା। ତାହାର ପିତାମାତା ମଲାପରେ ମର୍ଦ୍ଦଖୟ ତାହାକୁ ନିଜର କନ୍ୟାରୂପେ ଗ୍ରହଣ କରିଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମର୍ଦ୍ଦଖୟ ଆପଣା ପିତୃବ୍ୟର କନ୍ୟା ହଦସାକୁ, ଅର୍ଥାତ୍, ଏଷ୍ଟରଙ୍କୁ ପ୍ରତିପାଳନ କଲେ; କାରଣ ତାହାର ପିତା କି ମାତା ନ ଥିଲେ, ସେହି କନ୍ୟା ପରମସୁନ୍ଦରୀ ଓ ସୁବଦନା ଥିଲେ; ତାହାର ପିତାମାତା ମଲା ଉତ୍ତାରେ ମର୍ଦ୍ଦଖୟ ତାହାଙ୍କୁ ନିଜ କନ୍ୟା ରୂପେ ଗ୍ରହଣ କରିଥିଲେ।
Odia IRV 2017 (ଓଡିଆ ବାଇବେଲ)