Esther 2:8 — Compare Translations
5 translations compared side by side
Odia - 1840
"ଯେତବେେଳେ ରାଜାର ସହେି ବାକ୍ଯ ଓ ଆଜ୍ଞା ପ୍ରଗ୍ଭରିତ ହେଲା ଶୂଶନ୍ ରାଜଧାନୀ ରେ ହଗଯେ ନିକଟରେ ଅନକେ କନ୍ଯା ସଂଗୃହିତ ହବୋ ବେଳେ ଏଷ୍ଟରକୁ ରାଜପୁରିକି ସ୍ତ୍ରୀ ରକ୍ଷକ ହଗଯେ ନିକଟକୁ ନିଆଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରୁ ରାଜାର ସେହି ବାକ୍ୟ ଓ ଆଜ୍ଞା ପ୍ରଚାରିତ ହୁଅନ୍ତେ, ଶୂଶନ୍ ରାଜଧାନୀରେ ହେଗୟ ନିକଟରେ ଅନେକ କନ୍ୟା ସଂଗୃହୀତ ହେବା ବେଳେ ଏଷ୍ଟର ହିଁ ରାଜପୁରୀକି ସ୍ତ୍ରୀରକ୍ଷକ ହେଗୟ ନିକଟକୁ ନିଆଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ରାଜାର ସେହି ବାକ୍ୟ ଓ ଆଜ୍ଞା ପ୍ରଗ୍ଭରିତ ହେଲା, ଶୂଶନ୍ ରାଜଧାନୀରେ ହେଗୟ ନିକଟରେ ଅନେକ କନ୍ୟା ସଂଗୃହୀତ ହେବା ବେଳେ ଏଷ୍ଟରକୁ ରାଜପୁରିକି ସ୍ତ୍ରୀ ରକ୍ଷକ ହେଗୟ ନିକଟକୁ ନିଆଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରୁ ରାଜାଙ୍କ ସେହି ବାକ୍ୟ ଓ ଆଜ୍ଞା ପ୍ରଚାରିତ ହୁଅନ୍ତେ, ଶୂଶନ୍ ରାଜଧାନୀରେ ହେଗୟ ନିକଟରେ ଅନେକ କନ୍ୟା ସଂଗୃହୀତ ହେବା ବେଳେ ଏଷ୍ଟର ହିଁ ରାଜପୁରୀକୁ ସ୍ତ୍ରୀରକ୍ଷକ ହେଗୟ ନିକଟକୁ ନିଆଗଲା।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରୁ ରାଜାଙ୍କ ସେହି ବାକ୍ୟ ଓ ଆଜ୍ଞା ପ୍ରଚାରିତ ହୁଅନ୍ତେ, ଶୂଶନ୍ ରାଜଧାନୀରେ ହେଗୟ ନିକଟରେ ଅନେକ କନ୍ୟା ସଂଗୃହୀତ ହେବା ବେଳେ ଏଷ୍ଟର ହିଁ ରାଜପୁରୀକୁ ସ୍ତ୍ରୀରକ୍ଷକ ହେଗୟ ନିକଟକୁ ନିଆଗଲା।