Esther 3:1 — Compare Translations

5 translations compared side by side

Odia - 1840
"ଏହିସବୁ ଘଟଣା ପରେ ଅକ୍ଷଶ୍ବରେଶ ରାଜା ଅଗାଗୀଯ ହମ୍ମଦାଥାର ପୁତ୍ର ହାମନକୁ ଉନ୍ନତ କରି ଉଚ୍ଚ ପଦାନ୍ବିତ କଲା। ଆଉ ତାହାର ସଙ୍ଗେ ସମସ୍ତ ଅଧିପତିର ଆସନ ଅପେକ୍ଷା ତାକୁ ଶ୍ ରେଷ୍ଠ ଆସନ ଦଲୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ସକଳ ଘଟନା ଉତ୍ତାରେ ଅକ୍ଷଶ୍ଵେରଶ ରାଜା ଅଗାଗୀୟ ହମ୍ମଦାଥାର ପୁତ୍ର ହାମନ୍କୁ ଉନ୍ନତ କରି ଉଚ୍ଚପଦାନ୍ଵିତ କଲା, ଆଉ ତାହାର ସଙ୍ଗୀ ସମସ୍ତ ଅଧିପତିର ଆସନ ଅପେକ୍ଷା ତାକୁ ଶ୍ରେଷ୍ଠ ଆସନ ଦେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୁଦୀମାନଙ୍କୁ ଧ୍ୱଂସ କରିବା ପାଇଁ ହାମ‌ନ୍‌ର ଯୋଜନା ଥିଲା ଏହିସବୁ ଘଟଣା ପରେ ଅକ୍ଷଶ୍ୱେରଶ ରାଜା ଅଗାଗୀୟ ହମ୍ମଦାଥାର ପୁତ୍ର ହାମ‌ନ୍‌କୁ ଉନ୍ନତ କରି ଉଚ୍ଚ ପଦାନ୍ୱିତ କଲା। ଆଉ ତାହାର ସଙ୍ଗେ ସମସ୍ତ ଅଧିପତିର ଆସନ ଅପେକ୍ଷା ତାକୁ ଶ୍ରେଷ୍ଠ ଆସନ ଦେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ସକଳ ଘଟଣା ଉତ୍ତାରେ ଅକ୍ଷଶ୍ୱେରଶ ରାଜା ଅଗାଗୀୟ ହମ୍ମଦାଥାର ପୁତ୍ର ହାମନ୍‍କୁ ଉନ୍ନତ କରି ଉଚ୍ଚପଦାନ୍ୱିତ କଲେ, ଆଉ ତାହାଙ୍କ ସଙ୍ଗୀ ସମସ୍ତ ଅଧିପତିର ଆସନ ଅପେକ୍ଷା ତାହାଙ୍କୁ ଶ୍ରେଷ୍ଠ ଆସନ ଦେଲେ।
Odia IRV 2017 (ଓଡିଆ ବାଇବେଲ)
ଏହି ସକଳ ଘଟଣା ଉତ୍ତାରେ ଅକ୍ଷଶ୍ୱେରଶ ରାଜା ଅଗାଗୀୟ ହମ୍ମଦାଥାର ପୁତ୍ର ହାମନ୍‍କୁ ଉନ୍ନତ କରି ଉଚ୍ଚପଦାନ୍ୱିତ କଲେ, ଆଉ ତାହାଙ୍କ ସଙ୍ଗୀ ସମସ୍ତ ଅଧିପତିର ଆସନ ଅପେକ୍ଷା ତାହାଙ୍କୁ ଶ୍ରେଷ୍ଠ ଆସନ ଦେଲେ।