Esther 3:10 — Compare Translations

5 translations compared side by side

Odia - 1840
"ଏଥି ରେ ରାଜା ଆପଣା ହସ୍ତରୁ ଅଙ୍ଗୁରୀଯ କାଢି ୟିହୁଦୀଯମାନଙ୍କର ବୌରି ଅଗାଗୀଯ ହମ୍ମଦାଥାର ପୁତ୍ର ହାମନକୁ ଦଲୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ରାଜା ଆପଣା ହସ୍ତରୁ ସନ୍ତକ-ଅଙ୍ଗୁରୀୟ କାଢ଼ି ଯିହୁଦୀୟମାନଙ୍କର ବୈରି⇧ ଅଗାଗୀୟ ହମ୍ମଦାଥାର ପୁତ୍ର ହାମନ୍କୁ ଦେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏଥିରେ ରାଜା ଆପଣା ହସ୍ତରୁ ଅଙ୍ଗୁରୀୟ କାଢ଼ି ଯିହୁଦୀୟମାନଙ୍କର ବୈରି ଅଗାଗୀୟ ହମ୍ମଦାଥାର ପୁତ୍ର ହାମ‌ନ୍‌କୁ ଦେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ରାଜା ଆପଣା ହସ୍ତରୁ ସନ୍ତକ-ଅଙ୍ଗୁରୀୟ କାଢ଼ି ଯିହୁଦୀୟମାନଙ୍କର ଶତ୍ରୁ ଅଗାଗୀୟ ହମ୍ମଦାଥାର ପୁତ୍ର ହାମନ୍‍କୁ ଦେଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ରାଜା ଆପଣା ହସ୍ତରୁ ସନ୍ତକ-ଅଙ୍ଗୁରୀୟ କାଢ଼ି ଯିହୁଦୀୟମାନଙ୍କର ଶତ୍ରୁ ଅଗାଗୀୟ ହମ୍ମଦାଥାର ପୁତ୍ର ହାମନ୍‍କୁ ଦେଲେ।