Esther 3:11 — Compare Translations
5 translations compared side by side
Odia - 1840
"ପୁଣି ରାଜା ହାମନକୁ କହିଲା, ସହେି ରୂପା ଓ ସହେି ଦେଶୀଯ ଲୋକ ତୁମ୍ଭକୁ ଦିଆଗଲା। ସମାନଙ୍କେ ପ୍ରତି ଯାହା ତୁମ୍ଭର ଇଛା, ତାହା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ରାଜା ହାମନ୍କୁ କହିଲା, ସେହି ରୂପା ଓ ସେହି ଦେଶୀୟ ଲୋକ ତୁମ୍ଭକୁ ଦିଆଗଲା, ସେମାନଙ୍କ ପ୍ରତି ଯାହା ତୁମ୍ଭର ଇଚ୍ଛା, ତାହା କର ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ରାଜା ହାମନ୍କୁ କହିଲା, “ସେହି ରୂପା ଓ ସେହି ଦେଶୀୟ ଲୋକ ତୁମ୍ଭକୁ ଦିଆଗଲା। ସେମାନଙ୍କ ପ୍ରତି ଯାହା ତୁମ୍ଭର ଇଚ୍ଛା, ତାହା କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ପୁଣି, ରାଜା ହାମନ୍କୁ କହିଲେ, ସେହି ରୂପା ଓ ସେହି ଦେଶୀୟ ଲୋକ ତୁମ୍ଭକୁ ଦିଆଗଲା, ସେମାନଙ୍କ ପ୍ରତି ଯାହା ତୁମ୍ଭର ଇଚ୍ଛା, ତାହା କର।”
Odia IRV 2017 (ଓଡିଆ ବାଇବେଲ)
“ପୁଣି, ରାଜା ହାମନ୍କୁ କହିଲେ, ସେହି ରୂପା ଓ ସେହି ଦେଶୀୟ ଲୋକ ତୁମ୍ଭକୁ ଦିଆଗଲା, ସେମାନଙ୍କ ପ୍ରତି ଯାହା ତୁମ୍ଭର ଇଚ୍ଛା, ତାହା କର।”