Esther 3:12 — Compare Translations
5 translations compared side by side
Odia - 1840
"ଏଣୁ ପ୍ରଥମ ମାସର ତ୍ରଯୋଦଶ ଦିନ ରେ ରାଜାର ଲେଖକମାନେ ଆହୁତ ହୁଅନ୍ତେ, ହାମନର ସମସ୍ତ ଆଜ୍ଞାନୁସା ରେ ପ୍ରେତ୍ୟକକ ପ୍ରଦେଶସ୍ଥ ରାଜ ପ୍ରତିନିଧିଗଣ ଓ ଅଧିପତିଗଣ ଓ ପ୍ରେତ୍ୟକକ ଦେଶୀଯ ଲୋକଙ୍କ ଭାଷାନୁସା ରେ ପତ୍ର ଲିଖିତ ହେଲା। ତାହା ଅକ୍ଷଶ୍ବରେଶ ରାଜାର ନାମ ରେ ଲିଖିତ ଓ ରାଜାର ଅଙ୍ଗୁକୀଯ ରେ ମୁଦ୍ରାଙ୍କିତ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ପ୍ରଥମ ମାସର ତ୍ରୟୋଦଶ ଦିନରେ ରାଜାର ଲେଖକମାନେ ଆହୂତ ହୁଅନ୍ତେ, ହାମନ୍ର ସମସ୍ତ ଆଜ୍ଞାନୁସାରେ ପ୍ରତ୍ୟେକ ପ୍ରଦେଶସ୍ଥ ରାଜପ୍ରତିନିଧିଗଣ ଓ ଅଧିପତିଗଣ ଓ ପ୍ରତ୍ୟେକ ଦେଶୀୟ ଲୋକଙ୍କ ଶାସନକର୍ତ୍ତା-ଗଣ ପ୍ରତି ପ୍ରତ୍ୟେକ ପ୍ରଦେଶର ଅକ୍ଷରାନୁସାରେ ଓ ପ୍ରତ୍ୟେକ ଦେଶୀୟ ଲୋକଙ୍କ ଭାଷାନୁସାରେ ପତ୍ର ଲିଖିତ ହେଲା, ତାହା ଅକ୍ଷଶ୍ଵେରଶ ରାଜାର ନାମରେ ଲିଖିତ ଓ ରାଜାର ଅଙ୍ଗୁରୀୟରେ ମୁଦ୍ରାଙ୍କିତ ହେଲା⇧ ।
Odia Bible ERV 2004 (ପବିତ୍ର ବାଇବଲ)
ଏଣୁ ପ୍ରଥମ ମାସର ତ୍ରୟୋଦଶ ଦିନରେ ରାଜାର ଲେଖକମାନେ ଆହୁତ ହୁଅନ୍ତେ, ହାମନ୍ର ସମସ୍ତ ଆଜ୍ଞାନୁସାରେ ପ୍ରତ୍ୟେକ ପ୍ରଦେଶସ୍ଥ ରାଜ ପ୍ରତିନିଧିଗଣ ଓ ଅଧିପତିଗଣ ଓ ପ୍ରତ୍ୟେକ ଦେଶୀୟ ଲୋକଙ୍କ ଭାଷାନୁସାରେ ପତ୍ର ଲିଖିତ ହେଲା। ତାହା ଅକ୍ଷଶ୍ୱେରଶ ରାଜାର ନାମରେ ଲିଖିତ ଓ ରାଜାର ଅଙ୍ଗୁରୀୟରେ ମୁଦ୍ରାଙ୍କିତ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ପ୍ରଥମ ମାସର ତ୍ରୟୋଦଶ ଦିନରେ ରାଜାଙ୍କ ଲେଖକମାନେ ଆହୂତ ହୁଅନ୍ତେ, ହାମନ୍ର ସମସ୍ତ ଆଜ୍ଞାନୁସାରେ ପ୍ରତ୍ୟେକ ପ୍ରଦେଶସ୍ଥ ରାଜପ୍ରତିନିଧିଗଣ ଓ ଅଧିପତିଗଣ ଓ ପ୍ରତ୍ୟେକ ଦେଶୀୟ ଲୋକଙ୍କ ଶାସନକର୍ତ୍ତାଗଣ ପ୍ରତି ପ୍ରତ୍ୟେକ ପ୍ରଦେଶର ଅକ୍ଷରାନୁସାରେ ଓ ପ୍ରତ୍ୟେକ ଦେଶୀୟ ଲୋକଙ୍କ ଭାଷାନୁସାରେ ପତ୍ର ଲିଖିତ ହେଲେ, ତାହା ଅକ୍ଷଶ୍ୱେରଶ ରାଜାଙ୍କ ନାମରେ ଲିଖିତ ଓ ରାଜାଙ୍କ ଅଙ୍ଗୁରୀୟରେ ମୁଦ୍ରାଙ୍କିତ ହେଲା।
Odia IRV 2017 (ଓଡିଆ ବାଇବେଲ)