Esther 3:13 — Compare Translations
5 translations compared side by side
Odia - 1840
"ସମସ୍ତ ୟିହୁଦୀଯ ଆବାଳ, ବୃଦ୍ଧବନିତାଙ୍କୁ ବଧ କରିବା ପାଇଁ, ତଣ୍ଟି କାଟିବା ପାଇଁ, ଧ୍ବଂସ କରିବା ପାଇଁ ଏବଂ ସମାନଙ୍କେର ଦ୍ରବ୍ଯଗୁଡିକ ଲୁଣ୍ଠନ କରିବା ପାଇଁ ଲୋକମାନଙ୍କୁ ଅନୁମତି ପ୍ରଦାନ କରି, ରାଜା ସମସ୍ତ ପ୍ରଦେଶକୁ ପତ୍ରବାହକମାନଙ୍କ ଦ୍ବାରା ପତ୍ର ପଠାଇଲେ। ଏହା ମାତ୍ର ଗୋଟିଏ ଦିନ ରେ କରାୟିବାର ଥିଲା, ତାହା ଦ୍ବାଦଶ ମାସର ତ୍ରଯୋଦଶ ଦିନ ଯାହା ଅଦର ମାସ କୁହାୟାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଏକ ଦିନରେ, ଅର୍ଥାତ୍, ଅଦର ନାମକ ଦ୍ଵାଦଶ ମାସର ତ୍ରୟୋଦଶ ଦିନରେ ଯୁବା, ବୃଦ୍ଧ, ଶିଶୁ ଓ ସ୍ତ୍ରୀମାନଙ୍କ ସହିତ ସବୁ ଯିହୁଦୀୟମାନଙ୍କୁ ସଂହାର, ବଧ ଓ ବିନାଶ କରିବାକୁ ଓ ସେମାନଙ୍କ ସମ୍ପତ୍ତି ଲୁଟିବାକୁ ସେହି ପତ୍ର ଧାବକଗଣଙ୍କ ଦ୍ଵାରା ରାଜାର ସବୁ ପ୍ରଦେଶକୁ ପ୍ରେରିତ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ସମସ୍ତ ଯିହୁଦୀୟ ଆବାଳ, ବୃଦ୍ଧବନିତାଙ୍କୁ ବଧ କରିବା ପାଇଁ, ତଣ୍ଟି କାଟିବା ପାଇଁ, ଧ୍ୱଂସ କରିବା ପାଇଁ ଏବଂ ସେମାନଙ୍କର ଦ୍ରବ୍ୟଗୁଡ଼ିକ ଲୁଣ୍ଠନ କରିବା ପାଇଁ ଲୋକମାନଙ୍କୁ ଅନୁମତି ପ୍ରଦାନ କରି, ରାଜା ସମସ୍ତ ପ୍ରଦେଶକୁ ପତ୍ରବାହକମାନଙ୍କ ଦ୍ୱାରା ପତ୍ର ପଠାଇଲେ। ଏହା ମାତ୍ର ଗୋଟିଏ ଦିନରେ କରାଯିବାର ଥିଲା, ତାହା ଦ୍ୱାଦଶ ମାସର ତ୍ରୟୋଦଶ ଦିନ ଯାହା ଅଦର ମାସ କୁହାଯାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଏକ ଦିନରେ, ଅର୍ଥାତ୍, ଅଦର ନାମକ ଦ୍ୱାଦଶ ମାସର ତ୍ରୟୋଦଶ ଦିନରେ ଯୁବା, ବୃଦ୍ଧ, ଶିଶୁ ଓ ସ୍ତ୍ରୀମାନଙ୍କ ସହିତ ସବୁ ଯିହୁଦୀୟମାନଙ୍କୁ ସଂହାର, ବଧ ଓ ବିନାଶ କରିବାକୁ ଓ ସେମାନଙ୍କ ସମ୍ପତ୍ତି ଲୁଟିବାକୁ ସେହି ପତ୍ର ଧାବକଗଣଙ୍କ ଦ୍ୱାରା ରାଜାଙ୍କ ସବୁ ପ୍ରଦେଶକୁ ପ୍ରେରିତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଏକ ଦିନରେ, ଅର୍ଥାତ୍, ଅଦର ନାମକ ଦ୍ୱାଦଶ ମାସର ତ୍ରୟୋଦଶ ଦିନରେ ଯୁବା, ବୃଦ୍ଧ, ଶିଶୁ ଓ ସ୍ତ୍ରୀମାନଙ୍କ ସହିତ ସବୁ ଯିହୁଦୀୟମାନଙ୍କୁ ସଂହାର, ବଧ ଓ ବିନାଶ କରିବାକୁ ଓ ସେମାନଙ୍କ ସମ୍ପତ୍ତି ଲୁଟିବାକୁ ସେହି ପତ୍ର ଧାବକଗଣଙ୍କ ଦ୍ୱାରା ରାଜାଙ୍କ ସବୁ ପ୍ରଦେଶକୁ ପ୍ରେରିତ ହେଲେ।