Esther 3:14 — Compare Translations
5 translations compared side by side
Odia - 1840
"ପୁଣି ସହେି ଦିନ ନିମନ୍ତେ ସମସ୍ତ ଲୋକ ଯମେିତି ପ୍ରସ୍ତୁତ ହୁଅନ୍ତି ଏଥିପାଇଁ ପ୍ରେତ୍ୟକକ ପ୍ରଦେଶ ରେ ଆଜ୍ଞା ପ୍ରଗ୍ଭର କରିବାକୁ ଓ ୟାବତୀଯ ଲୋକଙ୍କୁ ଜଣାଇବାକୁ ସହେି ଲିଖନର ପ୍ରତିଲିପି ଦିଆଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେହି ଦିନ ନିମନ୍ତେ ସମସ୍ତ ଲୋକ ଯେପରି ପ୍ରସ୍ତୁତ ହୁଅନ୍ତି, ଏଥିପାଇଁ ପ୍ରତ୍ୟେକ ପ୍ରଦେଶରେ ଆଜ୍ଞା ପ୍ରଚାର କରିବାକୁ ଓ ଯାବତୀୟ ଲୋକଙ୍କୁ ଗୋଚର କରାଇବାକୁ ସେହି ଲିଖନର ପ୍ରତିଲିପି ଦିଆଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସେହି ଦିନ ନିମନ୍ତେ ସମସ୍ତ ଲୋକ ଯେମିତି ପ୍ରସ୍ତୁତ ହୁଅନ୍ତି ଏଥିପାଇଁ ପ୍ରତ୍ୟେକ ପ୍ରଦେଶରେ ଆଜ୍ଞା ପ୍ରଗ୍ଭର କରିବାକୁ ଓ ଯାବତୀୟ ଲୋକଙ୍କୁ ଜଣାଇବାକୁ ସେହି ଲିଖନର ପ୍ରତିଲିପି ଦିଆଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେହି ଦିନ ନିମନ୍ତେ ସମସ୍ତ ଲୋକ ଯେପରି ପ୍ରସ୍ତୁତ ହୁଅନ୍ତି, ଏଥିପାଇଁ ପ୍ରତ୍ୟେକ ପ୍ରଦେଶରେ ଆଜ୍ଞା ପ୍ରଚାର କରିବାକୁ ଓ ଯାବତୀୟ ଲୋକଙ୍କୁ ଗୋଚର କରାଇବାକୁ ସେହି ଲିଖନର ପ୍ରତିଲିପି ଦିଆଗଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେହି ଦିନ ନିମନ୍ତେ ସମସ୍ତ ଲୋକ ଯେପରି ପ୍ରସ୍ତୁତ ହୁଅନ୍ତି, ଏଥିପାଇଁ ପ୍ରତ୍ୟେକ ପ୍ରଦେଶରେ ଆଜ୍ଞା ପ୍ରଚାର କରିବାକୁ ଓ ଯାବତୀୟ ଲୋକଙ୍କୁ ଗୋଚର କରାଇବାକୁ ସେହି ଲିଖନର ପ୍ରତିଲିପି ଦିଆଗଲା।