Esther 3:15 — Compare Translations
5 translations compared side by side
Odia - 1840
"ଆଉ ଧାବକଗଣ ରାଜାଜ୍ଞା ପାଇ ଶୀଘ୍ର ବାହାରି ଗଲେ, ପୁଣି ସହେି ଆଜ୍ଞା ଶୂଶନ୍ ରାଜଧାନୀ ରେ ପ୍ରକାଶିତ ହେଲା, ତହୁଁ ରାଜା ଓ ହାମନ୍ ପାନ କରିବାକୁ ବସିଲେ, ମାତ୍ର ଶୂଶନ ନଗର ଉଦ୍ବିଗ୍ନ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଧାବକଗଣ ରାଜାଜ୍ଞା ପାଇ ଶୀଘ୍ର ବାହାରି ଗଲେ, ପୁଣି ସେହି ଆଜ୍ଞା ଶୂଶନ୍ ରାଜଧାନୀରେ ପ୍ରକାଶିତ ହେଲା, ତହୁଁ ରାଜା ଓ ହାମନ୍ ପାନ କରିବାକୁ ବସିଲେ, ମାତ୍ର ଶୂଶନ୍ ନଗର ଉଦ୍ବିଗ୍ନ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ଧାବକଗଣ ରାଜାଜ୍ଞା ପାଇ ଶୀଘ୍ର ବାହାରି ଗଲେ, ପୁଣି ସେହି ଆଜ୍ଞା ଶୂଶନ୍ ରାଜଧାନୀରେ ପ୍ରକାଶିତ ହେଲା, ତହୁଁ ରାଜା ଓ ହାମନ୍ ପାନ କରିବାକୁ ବସିଲେ, ମାତ୍ର ଶୂଶନ ନଗର ଉଦ୍ବିଗ୍ନ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଧାବକଗଣ ରାଜାଜ୍ଞା ପାଇ ଶୀଘ୍ର ବାହାରିଗଲେ, ପୁଣି ସେହି ଆଜ୍ଞା ଶୂଶନ୍ ରାଜଧାନୀରେ ପ୍ରକାଶିତ ହେଲା, ତହୁଁ ରାଜା ଓ ହାମନ୍ ପାନ କରିବାକୁ ବସିଲେ, ମାତ୍ର ଶୂଶନ୍ ନଗର ଉଦ୍ବିଗ୍ନ ହେଲା।
Odia IRV 2017 (ଓଡିଆ ବାଇବେଲ)
ଆଉ, ଧାବକଗଣ ରାଜାଜ୍ଞା ପାଇ ଶୀଘ୍ର ବାହାରି ଗଲେ, ପୁଣି ସେହି ଆଜ୍ଞା ଶୂଶନ୍ ରାଜଧାନୀରେ ପ୍ରକାଶିତ ହେଲା, ତହୁଁ ରାଜା ଓ ହାମନ୍ ପାନ କରିବାକୁ ବସିଲେ, ମାତ୍ର ଶୂଶନ୍ ନଗର ଉଦ୍ବିଗ୍ନ ହେଲା।