Esther 3:2 — Compare Translations

5 translations compared side by side

Odia - 1840
"ତହିଁରେ ରାଜାର ଯେତେ ଦାସ ରାଜଦ୍ବାର ରେ ଥିଲେ, ସେ ସମସ୍ତେ ନତ ହାଇେ ହାମନକୁ ପ୍ରଣାମ କଲେ। କାରଣ ରାଜା ତାହା ବିଷଯ ରେ ସହେିପରି ଆଜ୍ଞା ଦଇେଥିଲେ। ମାତ୍ର ମର୍ଦ୍ଦଖଯ ନତ ହେଲା ନାହିଁ କି ତାହାକୁ ପ୍ରଣାମ କଲା ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ରାଜାର ଯେତେ ଦାସ ରାଜଦ୍ଵାରରେ ଥିଲେ, ସେସମସ୍ତେ ନତ ହୋଇ ହାମନ୍କୁ ପ୍ରଣାମ କଲେ; କାରଣ ରାଜା ତାହା ବିଷୟରେ ସେରୂପ ଆଜ୍ଞା ଦେଇଥିଲା; ମାତ୍ର ମର୍ଦ୍ଦଖୟ ନତ ହେଲା ନାହିଁ କିଅବା ତାହାକୁ ପ୍ରଣାମ କଲା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତହିଁରେ ରାଜାର ଯେତେ ଦାସ ରାଜଦ୍ୱାରରେ ଥିଲେ, ସେ ସମସ୍ତେ ନତ ହୋଇ ହାମ‌ନ୍‌କୁ ପ୍ରଣାମ କଲେ। କାରଣ ରାଜା ତାହା ବିଷୟରେ ସେହିପରି ଆଜ୍ଞା ଦେଇଥିଲେ। ମାତ୍ର ମର୍ଦ୍ଦଖୟ ନତ ହେଲା ନାହିଁ କି ତାହାକୁ ପ୍ରଣାମ କଲା ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ରାଜାଙ୍କ ଯେତେ ଦାସ ରାଜଦ୍ୱାରରେ ଥିଲେ, ସେସମସ୍ତେ ନତ ହୋଇ ହାମନ୍‍କୁ ପ୍ରଣାମ କଲେ; କାରଣ ରାଜା ତାହା ବିଷୟରେ ସେରୂପ ଆଜ୍ଞା ଦେଇଥିଲେ; ମାତ୍ର ମର୍ଦ୍ଦଖୟ ନତ ହେଲେ ନାହିଁ କିଅବା ତାହାଙ୍କୁ ପ୍ରଣାମ କଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ରାଜାଙ୍କ ଯେତେ ଦାସ ରାଜଦ୍ୱାରରେ ଥିଲେ, ସେସମସ୍ତେ ନତ ହୋଇ ହାମନ୍‍କୁ ପ୍ରଣାମ କଲେ; କାରଣ ରାଜା ତାହା ବିଷୟରେ ସେରୂପ ଆଜ୍ଞା ଦେଇଥିଲେ; ମାତ୍ର ମର୍ଦ୍ଦଖୟ ନତ ହେଲେ ନାହିଁ କିଅବା ତାହାଙ୍କୁ ପ୍ରଣାମ କଲେ ନାହିଁ।