Esther 3:4 — Compare Translations
5 translations compared side by side
Odia - 1840
"ଏହିପରି ସମାନେେ ପ୍ରେତ୍ୟକକ ଦିନ କହିଲେ। ତଥାପି ସେ ସମାନଙ୍କେର କଥା ଶୁଣିଲା ନାହିଁ। ଏଣୁ ଏହି ମର୍ଦ୍ଦଖଯର କଥା ରହିବ କି ନାହିଁ, ଏହା ଜାଣିବା ଇଚ୍ଛା ରେ ସମାନେେ ହାମନକୁ ତାହା ଜଣାଇଲେ। କାରଣ ମର୍ଦ୍ଦଖଯ ଯକେି ୟିହୁଦୀଯ ଲୋକ, ଏହା ସେ ସମାନଙ୍କେୁ କହିଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ସେମାନେ ନିତି ନିତି ତାହାକୁ କହିଲେ, ତଥାପି ସେ ସେମାନଙ୍କର କଥା ମାନିଲା ନାହିଁ; ଏଣୁ ଏହି ମର୍ଦ୍ଦଖୟର କଥା ରହିବ କି ନାହିଁ, ଏହା ଜାଣିବା ଇଚ୍ଛାରେ ସେମାନେ ହାମନ୍କୁ ତାହା ଜଣାଇଲେ; କାରଣ ମର୍ଦ୍ଦଖୟ ଯେ ଯିହୁଦୀୟ ଲୋକ, ଏହା ସେ ସେମାନଙ୍କୁ କହିଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହିପରି ସେମାନେ ପ୍ରତ୍ୟେକ ଦିନ କହିଲେ। ତଥାପି ସେ ସେମାନଙ୍କର କଥା ଶୁଣିଲା ନାହିଁ। ଏଣୁ ଏହି ମର୍ଦ୍ଦଖୟର କଥା ରହିବ କି ନାହିଁ, ଏହା ଜାଣିବା ଇଚ୍ଛାରେ ସେମାନେ ହାମନ୍କୁ ତାହା ଜଣାଇଲେ। କାରଣ ମର୍ଦ୍ଦଖୟ ଯେକି ଯିହୁଦୀୟ ଲୋକ, ଏହା ସେ ସେମାନଙ୍କୁ କହିଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ସେମାନେ ପ୍ରତିଦିନ ତାହାଙ୍କୁ କହିଲେ, ତଥାପି ସେ ସେମାନଙ୍କର କଥା ମାନିଲେ ନାହିଁ; ଏଣୁ ଏହି ମର୍ଦ୍ଦଖୟର କଥା ରହିବ କି ନାହିଁ, ଏହା ଜାଣିବା ଇଚ୍ଛାରେ ସେମାନେ ହାମନ୍କୁ ତାହା ଜଣାଇଲେ; କାରଣ ମର୍ଦ୍ଦଖୟ ଯେ ଯିହୁଦୀୟ ଲୋକ, ଏହା ସେ ସେମାନଙ୍କୁ କହିଥିଲେ।
Odia IRV 2017 (ଓଡିଆ ବାଇବେଲ)